Tag: BJD

Naveen Offers To Forgo Salary Hike: ନବୀନ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗ: ଟାର୍ଗେଟ କଲେ ବିଜେପି ଓ କଂଗ୍ରେସ

ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି । ନବୀନ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ବିଜେଡି ସୁପ୍ରିମୋକୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସେ କହିଛନ୍ତି ବିଧାନସଭାରେ ନବୀନ…

BJD Questions CM: ଦିଲ୍ଲୀରେ ରହିବ କି ଓଡ଼ିଶା ଶାସନର ଡୋରୀ: ବିଜେଡି

ସ୍ୱତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ମାଝୀ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀରେ ଆରାମଦାୟକ ଭିଆଇପି ବଙ୍ଗଳା ନେବାର ଯଥାର୍ଥତାକୁ ପ୍ରଶ୍ନ କରିଛି ବିଜୁ ଜନତା ଦଳ । ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ…

BJD Fact Finding Team: ମାଲକାନଗିରି ଯିବ ବିଜେଡି; ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ

ମାଲକାନଗିରି ମୁଣ୍ଡ ବିହୀନ ଶବ ଉଦ୍ଧାର ଘଟଣା। ମାଲକାନଗିରି ଯିବ ବିଜେଡିର ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜେଡି ଆଜି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମାଲକାନଗିରି ଜିଲ୍ଲା ପରିଦର୍ଶନ ପାଇଁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗଠନ…

Rajgangpur Burn Victim Succumbs: ନିଆଁରେ ଜଳି ହୋଇ ରାଜଗାଙ୍ଗପୁର ପୀଡ଼ିତାଙ୍କ ମୃତ୍ୟ ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ନବୀନ

ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ପରି ପରିସ୍ଥିତିରେ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି…

Odisha Politics: ବିଜେଡିକୁ ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ, ଭଉଣୀ

ଭଦ୍ରକରେ ବିଜେଡିକୁ ଶକ୍ତ ଝଟ୍‌କା । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ଓ ଭଉଣୀ ଆଜି ବିଜେପିରେ ମିଶିଛନ୍ତି । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମଲଙ୍କ ଦୁଇ ପୁଅ…

Mo Jungle Jami Yojana: ଆଦିବାସୀଙ୍କ ଠାରୁ ଜଙ୍ଗଲ ଜମି ଅଧିକାର ଛଡାଇ ନେଲେ ମୋହନ ସରକାର: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ସାଂସଦ ତଥା ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ଓ ରାଜ୍ୟ ମିଡିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ କହିଥିଲେ ଯେ, ଆବହମାନ କାଳରୁ ଆଦିବାସୀମାନେ ଜଙ୍ଗଲରେ ବସବାସ କରୁଛନ୍ତି । ଏବେ…

BJD Press Meet: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି

କଟକ ବଡ଼ ମେଡିକାଲରେ ଡାଏଲେସିସ ବ୍ୟବସ୍ଥା ଗତ କିଛି ଦିନ ହେଲା ଅଚଳ ହୋଇ ପଡିଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବେ ଏହା ପୁନଃ କାର୍ଯ୍ୟକ୍ଷମ ହେବ ତାର ମଧ୍ୟ କୌଣସି ସୂଚନା ମିଳୁ ନଥିବାରୁ…

Ramadevi Choudhury: ରମାଦେବୀ ଚୌଧୁରୀଙ୍କ ଜନ୍ମଜୟନ୍ତୀ ପାଳନ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ନିନ୍ଦନୀୟ: ବିଜେଡି

ମହାନ ନାରୀନେତ୍ରୀ ଓ ସ୍ୱାଧୀନତା ସଂଗ୍ରାମୀ ରମାଦେବୀ ଚୌଧୁରୀଙ୍କ ଜନ୍ମଜୟନ୍ତୀ ପାଳନକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇ ବିଜୁ ଜନତା ଦଳ ଆଜି ବର୍ଷିଛି । ପୂଜ୍ୟପୂଜା ପରମ୍ପରା ଓଡ଼ିଆ ସଂସ୍କୃତିର ପ୍ରତୀକ ହୋଇଥିବା ବେଳେ ରାଜ୍ୟ…

FIR Against Pradeep Majhi: ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ନାଁରେ ଥାନାରେ ମାମଲା ରୁଜୁ

ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳ ତଥା ଅନ୍ୟ ସରକାରୀ ଅଧିକାରୀଙ୍କ ସମ୍ମୁଖରେ ଗୁଳି କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ…

Nabarangpur Hostel Row: ବିଜେପି ସରକାରରେ ଆଦିବାସୀ ଓ ଦଳିତବର୍ଗ ଚରମ ଅବହେଳାର ଶିକାର ହେଉଛନ୍ତି: ବିଜେଡି

ଶଙ୍ଖଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ଦଳର ମିଡ଼ିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ରାଜ୍ୟରେ ଆଦିବାସୀ…