Tag: BJD

ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…

ପ୍ରଚାର ବେଳେ ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର ଲୋକସଭା ଅଧୀନ ରେଢାଖୋଲରେ ନିର୍ବାଚନ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିରୋଧ କଲେ ଗ୍ରାମବାସୀ। ପ୍ରଚାର ବେଳେ ଗ୍ରାମବାସୀଙ୍କ ବିଭିନ୍ନ ପ୍ରଶ୍ନ ବାଣରେ ଘାଇଲା ହୋଇଛନ୍ତି ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ । ଯାହାର ଭିଡିଓ…

ଆଜି ଭୁବନେଶ୍ୱରରେ ନଡ୍ଡା ଓ ନବୀନଙ୍କ ରୋଡ ସୋ

ଆଜି ସକାଳେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ରେ କମ୍ପିବ ଭୁବନେଶ୍ୱର । ପ୍ରଚାର ଓ ରୋଡ ସୋରେ ଆଜି କମ୍ପିବ ରାଜଧାନୀ । କିଛି ସମୟ ପରେ ନଡ୍ଡା ମାଉସୀ ମା’ ମନ୍ଦିର ଠାରୁ…

ଖଲ୍ଲିକୋଟରେ ରାଜନୈତିକ ହିଂସା, ଚାଲିଗଲା ଜଣଙ୍କ ଜୀବନ

ରାଜନୈତିକ ହିଂସାର କରୁଣ ପରିଣିତି ଚାଲିଗଲା ଜଣଙ୍କ ଜୀବନ।ଖଲ୍ଲିକୋଟରେ ରାଜନୈତିକ ହିଂସାରେ ଗୁରୁତର ଆହତ ହୋଇଥିବା ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଶ୍ରୀକୃଷ୍ଣଶରଣପୁର ଗାଁରେ ପୋଷ୍ଟର…

ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା

ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା ଦେଖିବାକୁ ମିଳିଛି । ହନୁମାନ ମନ୍ଦିର ନିକଟରେ ଖଣ୍ଡା ଧରି ସଂଘବଦ୍ଧ ଆକ୍ରମଣ ।ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ…

ବିଜେପି ଛାଡିଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ବିଜେପିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା। ସେ ଆଜି ଦଳର ପ୍ରାଥମିକ ସଭ୍ୟପଦରୁ ଇସ୍ତଫା ଦେଇଥିବା ଜଣା ପଡ଼ିଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଜଣା ପଡ଼ିଛି। ବ୍ରଜରାଜନଗର ପୂର୍ବତନ…

ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଜୋତାମାଳ ପିନ୍ଧାଇଲେ ଗ୍ରାମବାସୀ

ପ୍ରଚାର ବେଳେ ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଜୋତାମାଳ ପିନ୍ଧାଇଲେ ଗ୍ରାମବାସୀ। ଚମ୍ପୁଆ ନିର୍ବାଚନ ମଣ୍ଡଳୀର ମିରିଗିସିଂଘା ଗାଁ ଲୋକେ ସନା ମହାକୁଡ଼ଙ୍କୁ ଜୋତାମାଳ ପିନ୍ଧାଉଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗ୍ରାମବାସୀ ତାଙ୍କୁ ଖରାପ ବ୍ୟବହାର କରିବା ସହ…

କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନଙ୍କ ରାଲିରେ ମହିଳାଙ୍କୁ ମାଡ଼

କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନଙ୍କ ରାଲି ବେଳେ ମହିଳାଙ୍କୁ ଆକ୍ରମଣ କରାଯାଇଥିବା ସୂଚନା । ବେଗୁନିଆପଡ଼ା ପଞ୍ଚାୟତରେ ଲତିକା ପ୍ରଧାନ ରାଲି କରୁଥିବା ବେଳେ ବିଜେଡି କର୍ମୀଙ୍କ ମାଡରେ ମହିଳା ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ,…

ପ୍ରଚାର ବେଳେ ଭୁବନେଶ୍ୱର-ଆଠଗଡ଼-ବରଗଡ଼ରେ ବିଜେପି-ବିଜେଡି ମୁହାଁମୁହିଁ

ଭୁବନେଶ୍ବର ବିଜେପିର ପ୍ରଚାର ବେଳେ ମରଣାନ୍ତକ ଆକ୍ରମଣ । ବିଜେଡି କର୍ମୀ ଆକ୍ରମଣ କରିଥିବା ନେଇ ବିଜେପି ପକ୍ଷରୁ ଅଭିଯୋଗ ହୋଇଥିବାର ସୂଚନା । ଭୁବନେଶ୍ୱର ୟୁନିଟ୍ ୬ର ୪୬ ନମ୍ବର ୱାର୍ଡ ଆଖଣ୍ଡଳମଣି ବସ୍ତିରେ ଏହି ଆକ୍ରମଣ ହୋଇଥିବାର ଅଭିଯୋଗ…

ଆଜି ଓଡ଼ିଶାରେ ଦେଖିବାକୁ ମିଳିବ ତିନି ଦଳର ପାୱାର ସୋ’

ଆଜି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । କଟକରେ ରୋଡ ସୋ କରିବେ ଅମିତ୍ ଶାହା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ…