ରାଜନୀତି ରାଜ୍ୟ IFS ବିନୟ ପ୍ରଧାନଙ୍କୁ ବିଜେଡିର ଟାର୍ଗେଟ May 3, 2024 Nirvay IFS ବିନୟ ପ୍ରଧାନ ଆଚରଣ ବିଧି ଉଲଙ୍ଘନ କରିଥିବା ନେଇ ପୁଣି ଅଭିଯୋଗ କରିଛି ବିଜେଡି। ୨୦୨୪ ନିର୍ବାଚନରେ IFSଙ୍କ ସମ୍ପୃକ୍ତି ନିର୍ବାଚନ ପ୍ରଭାବିତ କରୁଥିବା ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ନ୍ୟୁୟର୍କରେ କନସୁଲେଟ୍…
ରାଜନୀତି ରାଜ୍ୟ ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଅନୁଭବ ପଟ୍ଟନାୟକ May 3, 2024 Nirvay ଆଜି ଖଣ୍ଡପଡ଼ା ବିଧାନସଭା କ୍ଷେତ୍ର ପାଇଁ ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଅନୁଭବ ପଟ୍ଟନାୟକ। ଗୁରୁବାର ବିଜେଡି ସାବିତ୍ରୀ ପ୍ରଧାନଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ ଘୋଷଣା କରିବା ପରେ ଅନୁଭବ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା…
ରାଜନୀତି ରାଜ୍ୟ ସୁଜାତା ପାଣ୍ଡିଆନଙ୍କ ଉପରେ ନିର୍ବାଚନ କମିଶନଙ୍କ ଛାଟ May 2, 2024 Nirvay ସରକାରୀ କାର୍ଯ୍ୟାଳୟ ଓ ନିଜ ପଦର ଅପବ୍ୟବହାର ଅଭିଯୋଗ ପରେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ସେ SVEEP ଦ୍ଵାରା ନିର୍ବାଚନ ପ୍ରଭାବିତ କରିବାକୁ ଚେଷ୍ଟା…
ବ୍ୟବସାୟ ବିଜେଡିକୁ ଲାଗିଛି ବଡ଼ ଝଟକା : ଦଳ ଛାଡିଲେ ସନ୍ତୋଷ May 2, 2024 Nirvay ନୀଳଗିରି; ସବୁ ଅପେକ୍ଷାର ଅନ୍ତ ଘଟାଇ ବିଜେଡି ଆଜି ମଧ୍ୟାହ୍ନରେ ୩ଟି ଆସନ ପାଇଁ ତାର ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିଲା ।ଏଥିରେ ନୀଳଗିରି ବିଧାୟକ ପାର୍ଥୀ ଘୋଷଣା ହୋଇଛି । ହେଲେ ନିରାଶ ହୋଇଛନ୍ତି ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ…
ରାଜନୀତି ରାଜ୍ୟ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ May 2, 2024 Papirani ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅନୁଭବ ପଟ୍ଟନାୟକ । ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି । ଖଣ୍ଡପଡା ଆସନ…
ରାଜନୀତି ରାଜ୍ୟ ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ May 2, 2024 Papirani ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…
ରାଜନୀତି ରାଜ୍ୟ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ ନବୀନ May 2, 2024 Nirvay କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିଲେ ନବୀନ। ଆଜି ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯଥାସମୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ। ଏହି…
ରାଜନୀତି ରାଜ୍ୟ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ May 2, 2024 Nirvay ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…
ରାଜନୀତି ରାଜ୍ୟ ଆଚରଣ ବିଧିକୁ ଖାତିର କରୁନି ବିଜେଡି! ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ April 30, 2024 Nirvay ନିର୍ବାଚନ ହାରିବା ନେଇ ଭୟଭୀତ ବିଜେଡି। କଳେବଳେ କୌଶଳେ ନିର୍ବାଚନୀ ବୈତରଣୀ ପାର ହେବାକୁ ଚେଷ୍ଟା କରୁଛି ବିଜେଡି। ଏଥି ପାଇଁ ମିଶନ ଶକ୍ତି ବିଭାଗକୁ ବିଜେଡି ହାତବାରିସୀ କରିଛି ବୋଲି ଅଭିଯୋଗ କରିଛନ୍ତି ବିଜେପିର ବରିଷ୍ଠ ନେତା ଗୋଲକ ମହାପାତ୍ର।…
ରାଜନୀତି ରାଜ୍ୟ ଅପରାଧୀଙ୍କୁ ସୁରକ୍ଷା ଦେଉଛି ବିଜେଡି! April 30, 2024 Nirvay ନବୀନ ସରକାର ୨୫ବର୍ଷ ଶାସନ କରିବା ପରେ ମଧ୍ୟ ଅପରାଧ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ରାଜ୍ୟରେ ପ୍ରତ୍ୟେକ ଦିନ ଅପରାଧ ବଢିବା ସହ ନୂଆ ନୂଆ ଢ଼ଙ୍ଗ ଆପଣାଇ ଅପରାଧ ଘଟାଉଛନ୍ତି ଅପରାଧୀ। ଓଡ଼ିଶାରେ ଅପରାଧ କରି ଜେଇ, ତହସିଲଦାର,…