ରାଜନୀତି ରାଜ୍ୟ ଆସିଲା ନୂଆ ପ୍ରାର୍ଥୀ ତାଲିକା; ବିଜେପି ୮; ବିଜେଡି ୩ April 27, 2024 Nirvay ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆଉ ୮ଟି ପ୍ରାର୍ଥୀ ଘୋଷଣା କଲା ବିଜେପି । ସାଲେପୁରରୁ ଅରିନ୍ଦମ ରାୟ ଓ ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିଛି ଦଳ । ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ଶର୍ମା, ବସ୍ତାରୁ…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ମୈଦାନକୁ ଓହ୍ଲାଇ ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ସୁପ୍ରିମୋ । April 24, 2024 Nirvay ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରି ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ । ନିର୍ବାଚନ ମୈଦାନକୁ ଓହ୍ଲାଇ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ବିରୋଧୀମାନେ ସବୁକଥାରେ ରାଜନୀତି କରୁଛନ୍ତି । ବିରୋଧୀ ରାଜ୍ୟର ବିକାଶକୁ ବିରୋଧ କରୁଛନ୍ତି । ଆଗାମୀ…
ରାଜନୀତି ରାଜ୍ୟ ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା April 20, 2024 Nirvay ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେଡି ୪0 ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର…
ରାଜନୀତି ରାଜ୍ୟ ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ April 20, 2024 Nirvay ଭୁବନେଶ୍ବର: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ବିଜେଡି଼ର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ…
ରାଜନୀତି ରାଜ୍ୟ ଶଙ୍ଖ ଧରିଲେ ବର୍ଷା ପ୍ରିୟଦର୍ଶିନୀ April 18, 2024 Nirvay ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ପୂର୍ବରୁ ମଧ୍ୟ…
ରାଜନୀତି ରାଜ୍ୟ ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ବି ଲଢ଼ିବେ ନବୀନ ପଟ୍ଟନାୟକ April 17, 2024 Nirvay ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି। ସେହିପରି…
ରାଜନୀତି ନିସର୍ତ୍ତ ସମର୍ଥନ ଦେଇ ମୋଦୀ ସରକାରଙ୍କଠୁ କ’ଣ ଆଣିଲେ ନବୀନ? April 14, 2024 Nirvay ବିଜୁ ଜନତା ଦଳ ଇସ୍ତାହାର କମିଟିର ପ୍ରଥମ ବୈଠକ ବସିସାରିଛି । ଭାଜପା ରବିବାର ଦିନ ପବିତ୍ର ବିଷୁବ ସଂକ୍ରାନ୍ତିରେ ତା’ର ସଂକଳ୍ପପତ୍ର ଜାରି କରିଛି । ଏବେ ସମସ୍ତଙ୍କର ଅପେକ୍ଷା ବିଜୁ ଜନତା ଦଳ ତା’ର ନିର୍ବାଚନ ଘୋଷଣାପତ୍ରରେ କ’ଣ…
ରାଜନୀତି ରାଜ୍ୟ ବିଜେପି ବିରୋଧରେ ସିଇଓଙ୍କ ପାଖରେ ଫେରାଦ ହେଲା ବିଜେଡି April 14, 2024 Nirvay ଭୁବନେଶ୍ୱର: ଆଶା ଦିଦି, ଅଙ୍ଗନୱାଡି କର୍ମୀଙ୍କୁ ବିଜେପି ଅପମାନିତ ଓ ଧମକାଉଛି। ବିଜେପି କର୍ମୀ ବାରମ୍ବାର ସରକାରୀ କର୍ମୀଙ୍କୁ ଧମକାଉଛନ୍ତି। ଓଡ଼ିଶା ବିଜେପିର କିଛି ନେତା ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି। ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ଓ ପ୍ରଦୀପ ପାଣିଗ୍ରାହୀ ସରକାରୀ…
ରାଜନୀତି ରାଜ୍ୟ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ ନକରି ନବୀନ ବାବୁ ଓଡିଶାବାସୀଙ୍କୁ ରଙ୍ଗୀନ ସ୍ୱପ୍ନ ଦେଖାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ : ପ୍ରତାପ କୁମାର ପାଣି April 13, 2024 Nirvay ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ପାଇଁ ଓଡ଼ିଶାର ଡାକ୍ତରମାନେ ଅନ୍ୟ ରାଜ୍ୟ ତଥା ଦେଶକୁ ଯାଇ ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି । ଦାଦନ ଶ୍ରମିକ ସମସ୍ୟା ଭଳି ରାଜ୍ୟରେ ହାଇଟେକ ଦାଦନ ଡାକ୍ତରଙ୍କ ସଂଖ୍ୟା ଓ ସମସ୍ୟା ବଢିଚାଲିଛି । ଓଡ଼ିଶାର…
ରାଜନୀତି ରାଜ୍ୟ ଭାଇରଲ ଅଡ଼ିଓ: ଏସଏଚଜି ମହିଳାଙ୍କୁ ଦଳୀୟ କାର୍ଯ୍ୟରେ ଉପଯୋଗ କରୁଛି ବିଜେଡି ! April 12, 2024 Nirvay ନିର୍ବାଚନ ପାଖେଇ ଆସୁଥିବାବେଳେ ଅନେକ ଖବର ସାମ୍ନାକୁ ଆସିଛି। କେତେବେଳେ କୋଉ ନେତା ଦଳ ବଦଲାଉଛନ୍ତି ତ କେତେବଳେ ଅନ୍ୟ କେହି ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଶାସକ ଦଳକୁ ଅନେକ ନେତା ଟାର୍ଗେଟ ରେ ରଖି ସମାଲୋଚନା କରୁଛନ୍ତି। ଏହି ଭିତରେ…