Tag: BJD

BJD Press Meet on Dhenkanal Mine Incident: ସରକାରୀ ଛତ୍ରଛାୟାରେ ହେଉଛି ଖଣି ଲୁଟ: ବିଜେଡି

ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଢେଙ୍କାନାଳରେ ଖଣି ବିସ୍ଫୋରଣ ଘଟଣାକୁ ନେଇ ସରକାରଙ୍କୁ ଟାର୍ଗେଟ କଲା ବିଜେଡି । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଢେଙ୍କାନାଳ ଜିଲ୍ଲାର…

BJD Leader: ପ୍ରମିଳାଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି

ପୁଣି ମେଳି ବାନ୍ଧିଲେ ବିଜେଡି ନେତା। ଯାଜପୁର ବିଜେଡି ନେତାଙ୍କୁ ନେଇ ପ୍ରମିଳା ମଲ୍ଲିକଙ୍କ ଘରେ ବସିଛି ବଡ଼ ବୈଠକ। ଆଜି ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି। ପ୍ରମିଳାଙ୍କ ସରକାରୀ ବାସଭବନରେ ଏକାଠି…

Woman BDO Attacked: ମହିଳା ବିଡିଓଙ୍କୁ ବିଜେପି କର୍ମୀଙ୍କ ସଂଘବଦ୍ଧ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ: ବିଜେଡି

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବିଜେପି କର୍ମୀଙ୍କ ଦାଦାଗିରି ଏବଂ ବିଡିଓଙ୍କୁ ସଂଘବଦ୍ଧ ଆକ୍ରମଣକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରିଛି । ବିଜେପି ସରକାର ରାଜ୍ୟରେ ଶାସନ ଭାର ଗ୍ରହଣ କରିବା ପରଠାରୁ ଆଇନଶୃଙ୍ଖଳା ବ୍ୟବସ୍ଥା ନିମ୍ନଗାମୀ ହେଉଛି ।…

BJD Crisis: ନବୀନ ବାବୁଙ୍କ ପାଇଁ ଓଡ଼ିଶାବାସୀ ଉତ୍ତରାଧିକାରୀ ବାଛିବେ- ଅଶୋକ ପଣ୍ଡା

ନୂତନ ବର୍ଷ ଆରମ୍ଭରୁ ପୁଣି ଚର୍ଚ୍ଚାରେ ନବୀନଙ୍କ ଉତ୍ତରାଧିକାରୀ । ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ଉତ୍ତରାଧିକାରୀ ପ୍ରତିକ୍ରିୟା ଦେଇଛନ୍ତି ଅଶୋକ ପଣ୍ଡା । ସେ କହିଛନ୍ତି ନବୀନ ବାବୁ ନିଜେ କହିଛନ୍ତି ଓଡ଼ିଶାବାସୀ ଉତ୍ତରାଧିକାରୀ ବାଛିବେ ।କିଏ ଚାହିଁଚି…

BJD Target BJP Govt: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପାଇଁ ଓଡିଶା ଲଜ୍ଜିତ ଓ
ନିନ୍ଦିତ ହେଉଛି: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ତଥା ଦଳର ଜାତୀୟ ମୁଖପାତ୍ର ଡ଼ ସସ୍ମିତ ପାତ୍ର ଓ ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଆଇନ ଶୃଙ୍ଖଳା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତାର ଏକ…

BJD And Congress: ସରକାରଙ୍କୁ କେମିତି ଘେରିବେ ଦୁଇ ବିରୋଧୀ ?

ମୁଖ୍ୟ ବିରୋଧୀ ଦଳ ବିଜଦକୁ ନୂଆପଡ଼ାରେ ତୃତୀୟ ସ୍ଥାନକୁ ଠେଲିଦେଇ କଂଗ୍ରେସ ଏକ ବିରାଟ ସଫଳତା ପାଇଥିଲା ବୋଲି ଦଳୀୟ ନେତୃତ୍ୱ ପ୍ରଚାର କଲେ । କିନ୍ତୁ ବିଜଦକୁ ପଛରେ ପକାଇ କଂଗ୍ରେସ ଦ୍ବିତୀୟ ସ୍ଥାନ ଦଖଲ କରିପାରିବ କି ?…

Biju Janata Dal: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା

ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ବିଜୁ ଜନତା ଦଳ ଘୋଷଣା କରିଛି । ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ ପାଇଛି…

Foundation Day of BJD: ଶଙ୍ଖଭବନରେ ଚାରି ଯୁବନେତା ନଥିଲେ କାହିଁକି ?

ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସରେ ଚାରି ଯୁବନେତାଙ୍କୁ ଶଙ୍ଖଭବନରେ ଦେଖ‌ିବାକୁ ମିଳିଲା ନାହିଁ । ସେମାନେ ହେଲେ ପୂର୍ବ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କାର୍ଯ୍ୟାଳୟ ସମ୍ପାଦକ ସଞ୍ଜୟ ଦାସବର୍ମା, ସୁଜାତା ଲାଓ ପାର୍ଟି ବଚାଓ ଅଭିଯାନର…

Violence Against Women in Odisha: ଡବଲ ଇଞ୍ଜିନ ସରକାର ମହିଳା ହିଂସାରେ ଓଡିଶାକୁ କଳଙ୍କିତ କରିଛି: ବିଜେଡି

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘରେ ପଶି ଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଲଜ୍ଜାଜନକ ବୋଲି ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିିତ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ଉପସଭାପତି ସଂଜୟ…

BJD Foundation day: ବିଜେଡି ପ୍ରତିଷ୍ଠା ଦିବସରେ ଦଳୀୟ ନେତାଙ୍କ ଉପରେ ବର୍ଷିଲେ ପ୍ରଭାତ ବିଶ୍ୱାଳ; ପଣ୍ଡିଆନ ଦମ୍ପତିଙ୍କୁ କଲେ ପ୍ରଶଂସା

ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ବିପୁଳ ଉତ୍ସାହ ସହ ପାଳିତ ହୋଇ ଯାଇଛି । ଏହି ସମୟରେ ଖୋଲା ମଞ୍ଚରେ ବିସ୍ଫୋରଣ…