Tag: BJD

Upasana Mohapatra targets BJD: ଉପାସନାଙ୍କ ବିଜେଡିକୁ ୩ ମାଙ୍କଡ଼ ଉପାଖ୍ୟାନ

ଗାନ୍ଧିଜୀଙ୍କ ୩ଟି ମାଙ୍କଡ଼ ଉପାଖ୍ୟାନ କଥା ଉଠାଇ ବିଜେଡିକୁ ନିଶାନା କଲେ ବିଜେପି ବିଧାୟିକା ଉପାସନା ମହାପାତ୍ର। ଉପାସନା କହିଛନ୍ତି, ଗାନ୍ଧିଜୀଙ୍କ ତିନୋଟି ମାଙ୍କଡ ଥିଲେ। ସେମାନେ ଖରାପ ଦେଖୁ ନଥିଲେ, କହୁ ନଥିଲେ, ଖରାପ ଶୁଣୁ ନଥିଲେ। କିନ୍ତୁ ବିଜେଡ଼ି…

Kanya Vivah Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା; ନାରୀ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା
ହେବା ଉଚିତ: ବିଜେଡି

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଞ୍ଜାମ ଜିଲ୍ଲାରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଶୁଭାରମ୍ଭ କରିଥିଲା ବେଳେ ପଡୋଶୀ କନ୍ଧମାଳ ଜିଲ୍ଲାରେ ନାବାଳିକାଙ୍କୁ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ ଭଳି ଲଜ୍ୟାଜନକ ଖବର ଆସୁଛି ଓ ଓଡ଼ିଶାରେ କନ୍ୟା ଅସୁରକ୍ଷିତ ଥିବାବେଳେ…

BJD Press Meet On Voter Chori Allegations: ଏପର୍ଯ୍ୟନ୍ତ ନିର୍ବାଚନ କମିସନଙ୍କୁ ପଚାରିଥିବା ଅନେକ ପ୍ରଶ୍ନର ସ୍ପଷ୍ଟ
ଉତ୍ତର ମିଳିନାହିଁ: ବିଜେଡି

୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଅନିୟମିତତାକୁ ନେଇ ବିଜୁ ଜନତା ଦଳ ତରଫରୁ ଦେଶର ନିର୍ବାଚନ କମିସନରଙ୍କୁ ଦୁଇ ଦୁଇ ଥର ଭେଟି ଲିଖିତ ଭାବରେ ପଚରା ଯାଇଥିବା ବିଭିନ୍ନ ଅସମାହିତ ପ୍ରଶ୍ନର ଉତ୍ତର ଏପର୍ଯ୍ୟନ୍ତ ସ୍ପଷ୍ଟ ଭାବରେ ମିଳିପାରି ନାହିଁ…

Budget 2026: ବଜେଟକୁ ନେଇ ନିରାଶ ହେଲେ ବିଜେଡି ସୁପ୍ରିମୋ ନବୀନ

ଆଜି ଲୋକସଭାରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିରାଶା ପ୍ରକାଶ କରିଛନ୍ତି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ଏକ୍ସ ମାଧ୍ୟମରେ…

Odisha Politics: ରାଜ୍ୟ ସରକାର ଭୁଲ ତଥ୍ୟ ଦେଇ ବିଶ୍ୱ ବ୍ୟାଙ୍କ ଟିମ୍ ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି: ବିଜେଡି

ରାଜ୍ୟ ବିଜେପି ସରକାର ବିଶ୍ୱ ବ୍ୟାଙ୍କ ଟିମ୍ ଆଗରେ ଭୁଲ ତଥ୍ୟ ଉପସ୍ଥାପନ କରି ଏକ ଗୋଲାପୀ ଚିତ୍ର ପ୍ରଦର୍ଶନ କରିଛନ୍ତି ବୋଲି ବିଜୁ ଜନତା ଦଳ ଆଜି ଅଭିଯୋଗ କରିବା ସହିତ ଗତ ୧୮ ମାସରେ ଅଧିକାଂଶ କ୍ଷେତ୍ରରେ ରାଜ୍ୟ…

Death Of Domestic Help In Minister’s House: ଯୋଗାଣ ମନ୍ତ୍ରୀଙ୍କ ବାସଭବନରେ ତାଙ୍କ ସହଯୋଗୀଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ରାଜ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ତାଙ୍କର ଜଣେ ସହଯୋଗୀଙ୍କ ଅପମୃତ୍ୟୁ ଓ ତରବରିଆ ଭାବେ ମୃତକଙ୍କ ଶବ ତାଙ୍କ ପରିବାରକୁ ହସ୍ତାନ୍ତର କରାଯିବାକୁ ନେଇ ବିଜୁ ଜନତା ଦଳ ଆଜି ରାଜ୍ୟ ବିଜେପି ସରକାରଙ୍କୁ କାଠଗଡାରେ ଛିଡା…

BJD Leadership: ନବୀନ ପଟ୍ଟନାୟକ ସର୍ବମାନ୍ୟ ଓ ଅଦ୍ଵିତୀୟ ନେତା- ଦିବ୍ୟ ଶଙ୍କର ମିଶ୍ର

ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି । ସେ କହିଛନ୍ତି , ମାନ୍ୟବର…

Rajya Sabha Election: ରାଜ୍ୟସଭା ନିର୍ବାଚନ ନେଇ ନବୀନଙ୍କୁ ଭେଟିବେ ଭକ୍ତ ଦାସ

ଆଗାମୀ ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ମଧ୍ୟରେ ସମ୍ଭାବ୍ୟ ବୁଝାମଣାକୁ ନେଇ ଓଡ଼ିଶାର ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି।ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସମୟ ମାଗିଲେ…

BJD Targets BJP Govt Over Paddy Procurement: ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି

ବିଜୁ ଜନତା ଦଳ ସାରା ଓଡ଼ିଶାରେ ଧାନ ସଂଗ୍ରହର ଅଭାବନୀୟ ପରିସ୍ଥିତି ପାଇଁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି । ଓଡ଼ିଶାର ଚାଷୀମାନେ ଧାନ ସଂଗ୍ରହର ଏକ ଦୁର୍ଭାଗ୍ୟଜନକ ପରିସ୍ଥିତି ଦେଇ ଗତି କରୁଛନ୍ତି, ଯାହା ଓଡ଼ିଶାର ଇତିହାସରେ ପୂର୍ବରୁ କେବେ…

Sankha Bhavan Protest: ଶଙ୍ଖଭବନ ଘେରିଲେ ଅରବିନ୍ଦ ମହାପାତ୍ରଙ୍କ ଶହ ଶହ ସମର୍ଥକ

ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ।ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ ଶହ ସମର୍ଥକ । ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି । ନେତାଙ୍କୁ ନ୍ୟାୟ ଦେବାକୁ ଅରବିନ୍ଦଙ୍କ ଶତାଧିକ…