Tag: BJD

ଓଡ଼ିଶାରେ “ଭ୍ରଷ୍ଟାଚାରୀ”ଙ୍କ ପେଣ୍ଠସ୍ଥଳ ପାଲଟିଛି ନବୀନ ଶାସନ: ସଜ୍ଜନ ଶର୍ମା

ଭୁବନେଶ୍ୱର, ତା.୦୭/୦୫: ନିର୍ବାଚନ ମାହୋଲ ଏବେ ଗରମା ଗରମ ହେବା ଆରମ୍ଭ କରିଛି । ସାଧାରଣତଃ ନିର୍ବାଚନ ସମୟରେ ଯେଉଁ ରାଜନୈତିକ ଦଳ ସରକାରରେ ଥାଏ ସେ ବିଗତ ୫ବର୍ଷରେ କ’ଣ କରିଛି ତାହା ଉପସ୍ଥାପିତ କରେ । ଲୋକଙ୍କ ପ୍ରତିଶ୍ରୁତି…

ବିଜେଡ଼ି ଭୋଟ ବ୍ୟାଙ୍କ ପାଇଁ ଏସ୍‌ଏଚଜିର ଅପବ୍ୟବହାର କରୁଥିବା ଅଭିଯୋଗ ଆଣିଲା ବିଜେପି

ଭୁବନେଶ୍ୱର: ମହିଳାଙ୍କୁ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା । କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚଜିର ମା’, ଭଉଣୀମାନଙ୍କୁ ପ୍ରଲୋଭିତ କରିଆସୁଛି ।…

କେନ୍ଦ୍ରୀୟ ନେତାଙ୍କ ଓଡ଼ିଶା ଗସ୍ତକୁ ନେଇ ଏମିତି କହିଲେ ଦେବୀ ମିଶ୍ର

ବିଜେପି କେନ୍ଦ୍ରୀୟ ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର। ‘ପ୍ରଥମ ପର୍ଯାୟରେ ବିଜେଡି ବିପୁଳ ସମର୍ଥନ ପାଉଛି’,‘ମୁଖ୍ୟମନ୍ତ୍ରୀ ପ୍ରଚାରକୁ ଓହ୍ଲାଇଲେ ତାର ପ୍ରଭାବ ପଡୁଛି,ଅନ୍ୟ ରାଜ୍ୟରେ ବିଜେପିକୁ ସଫଳତା ମିଳୁନଥିବାରୁ ଓଡ଼ିଶା…

ସମୀର ଦାଶଙ୍କୁ ଢେଙ୍କାନାଳ ପର୍ଯ୍ୟବେକ୍ଷକ ଓ ଅରୁନ୍ଧତୀ ଦେବୀଙ୍କୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ମିଳିଲା ଦାୟିତ୍ୱ

ନିମାପଡ଼ା ବିଧାୟକ ସମୀର ଦାଶଙ୍କୁ ବିଜେଡ଼ି ଦେଇଛି ନୂଆ ଦାୟିତ୍ୱ । ସେ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଜେଡିରୁ ଟିକେଟ୍ ନମିଳିବା ପରେ ଅସନ୍ତୁଷ୍ଟ ଥିବା ସମୀର ଦାଶଙ୍କ ପରବର୍ତ୍ତୀ ପଦକ୍ଷେପକୁ ଅପେକ୍ଷା କରାଯାଇଥିଲା।…

ଆଜି ଗଞ୍ଜାମରେ ବିଶାଳ ରୋଡ ସୋ’ କରିବେ ଭିକେ ପାଣ୍ଡିଆନ୍

ଆଜି ବିଜେଡିର ଦ୍ୱିତୀୟ ଷ୍ଟାର କ୍ୟାମ୍ପେନର ଭି କାର୍ତ୍ତିକେୟ ପାଣ୍ଡିଆନ୍‍ ଗଞ୍ଜାମର ଶେରଗଡ଼ଠାରେ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ସେରଗଡରୁ ଆରମ୍ଭ କରିଛନ୍ତି ପ୍ରଚାର । ସୋମବାରଦିନ ସେ ଗୋପାଳପୁରଠାରେ ନିର୍ବାଚନ ରୋଡ ଶୋ’କରିଥିଲେ। ଆଜି ଶେରଗଡ଼ର ଗୋଠ ଗାଁରେ…

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାରଙ୍କୁ ଟାର୍ଗେଟ କରି ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ କେମିତି ପ୍ରଚାର କରୁଛନ୍ତି ତାହା ଓଡ଼ିଶାବାସୀ ଦେଖୁଛନ୍ତି ।ଓଡ଼ିଶାରେ ନିର୍ବାଚନ ନାଚଗୀତ, ମେଲୋଡି ଜରିଆରେ ପ୍ରଚାର କରୁଛନ୍ତି । ଓଡ଼ିଶାରେ ନିର୍ବାଚନ ପ୍ରଚାରକୁ ହାଲୁକା ଭାବେ ନେଉଛି…

ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି

ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…

ଝାରସୁଗୁଡ଼ାରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଦିର୍ଘସମୟ ପରେ ଭୁବନେଶ୍ୱରରେ ଆସି ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏହାପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ।…

ଦିନରେ ସ୍ବପ୍ନ ଦେଖୁଛି ବିଜେପି!

ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…

ପାଣ୍ଡିଆନଙ୍କ ବଡ ଘୋଷଣା: ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ…