Tag: BJD

ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଗତକାଲି ବିଜେଡ଼ ରୁ ଇସ୍ତପା ଦେବାପରେ ଆଜି ଗଣମାଧ୍ୟମ ଆଗରେ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ | ସେ କହିଛନ୍ତି ଗଂଜେଇ ବେପାରୀଙ୍କ ପତ୍ନୀଙ୍କୁ ବିଜେଡି ଟିକେଟ ଦେଉଛି ଏବଂ ବିଜେଡି ଯାହାକୁ…

IFS ବିନୟ ପ୍ରଧାନଙ୍କୁ ବିଜେଡିର ଟାର୍ଗେଟ

IFS ବିନୟ ପ୍ରଧାନ ଆଚରଣ ବିଧି ଉଲଙ୍ଘନ କରିଥିବା ନେଇ ପୁଣି ଅଭିଯୋଗ କରିଛି ବିଜେଡି। ୨୦୨୪ ନିର୍ବାଚନରେ IFSଙ୍କ ସମ୍ପୃକ୍ତି ନିର୍ବାଚନ ପ୍ରଭାବିତ କରୁଥିବା ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ନ୍ୟୁୟର୍କରେ କନସୁଲେଟ୍…

ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଅନୁଭବ ପଟ୍ଟନାୟକ

ଆଜି ଖଣ୍ଡପଡ଼ା ବିଧାନସଭା କ୍ଷେତ୍ର ପାଇଁ ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଅନୁଭବ ପଟ୍ଟନାୟକ। ଗୁରୁବାର ବିଜେଡି ସାବିତ୍ରୀ ପ୍ରଧାନଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ ଘୋଷଣା କରିବା ପରେ ଅନୁଭବ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା…

ସୁଜାତା ପାଣ୍ଡିଆନଙ୍କ ଉପରେ ନିର୍ବାଚନ କମିଶନଙ୍କ ଛାଟ

ସରକାରୀ କାର୍ଯ୍ୟାଳୟ ଓ ନିଜ ପଦର ଅପବ୍ୟବହାର ଅଭିଯୋଗ ପରେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ସେ SVEEP ଦ୍ଵାରା ନିର୍ବାଚନ ପ୍ରଭାବିତ କରିବାକୁ ଚେଷ୍ଟା…

ବିଜେଡିକୁ ଲାଗିଛି ବଡ଼ ଝଟକା : ଦଳ ଛାଡିଲେ ସନ୍ତୋଷ

ନୀଳଗିରି; ସବୁ ଅପେକ୍ଷାର ଅନ୍ତ ଘଟାଇ ବିଜେଡି ଆଜି ମଧ୍ୟାହ୍ନରେ ୩ଟି ଆସନ ପାଇଁ ତାର ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିଲା ।ଏଥିରେ ନୀଳଗିରି ବିଧାୟକ ପାର୍ଥୀ ଘୋଷଣା ହୋଇଛି । ହେଲେ ନିରାଶ ହୋଇଛନ୍ତି ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ…

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅନୁଭବ ପଟ୍ଟନାୟକ । ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି । ଖଣ୍ଡପଡା ଆସନ…

ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…

କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ ନବୀନ

କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିଲେ ନବୀନ। ଆଜି ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯଥାସମୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ। ଏହି…

ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ

ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…

ଆଚରଣ ବିଧିକୁ ଖାତିର କରୁନି ବିଜେଡି! ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ନିର୍ବାଚନ ହାରିବା ନେଇ ଭୟଭୀତ ବିଜେଡି। କଳେବଳେ କୌଶଳେ ନିର୍ବାଚନୀ ବୈତରଣୀ ପାର ହେବାକୁ ଚେଷ୍ଟା କରୁଛି ବିଜେଡି। ଏଥି ପାଇଁ ମିଶନ ଶକ୍ତି ବିଭାଗକୁ ବିଜେଡି ହାତବାରିସୀ କରିଛି ବୋଲି ଅଭିଯୋଗ କରିଛନ୍ତି ବିଜେପିର ବରିଷ୍ଠ ନେତା ଗୋଲକ ମହାପାତ୍ର।…