ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ଚାଲିଛି ମାଫିଆ ରାଜ: ଯୋଗୀ ଆଦିତ୍ୟନାଥ May 23, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନଥା କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆର ଜନସଭାରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ସମୟରେ ସେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି ମଧ୍ୟ। ସେ…
ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ବନ୍ଧକ ପରିସ୍ଥିତିରେ: ହିମନ୍ତ ବିଶ୍ୱ ଶର୍ମା May 23, 2024 Nirvay ଆଜି ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପ୍ରଥମେ ମା’ ସମଲେଇଙ୍କ ଦର୍ଶନ ପରେ ବିଜେଡି ଉପରେ ବର୍ଷିଛନ୍ତି ହିମନ୍ତ ବିଶ୍ବଶର୍ମା। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି କହିଲେ ବିଶ୍ବଶର୍ମା। ଏଠି…
ରାଜନୀତି ରାଜ୍ୟ ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି: ମାଗଣା ସୌର ବିଜୁଳି ଓ ସୋଲାର ପାନେଲ May 20, 2024 Nirvay ଆଜି ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ବିରାଟ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବ ଘୋଷିତ ଯୋଜନା ଅନୁସାରେ ଲୋକଙ୍କୁ ମାଗଣା ବିଦ୍ୟୁତ ଯୋଗାଇଦିଆଯିବ। ଏହାସହ…
ରାଜନୀତି ରାଜ୍ୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ରେ ଆଜି ନବୀନ ପଟ୍ଟନାୟକଙ୍କ ଭାଗ୍ୟ ପରୀକ୍ଷା May 20, 2024 Nirvay ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ୁଥିବା ହିଞ୍ଜିଳି ଓ କଣ୍ଟାବାଞ୍ଚି ଆସନରେ ବି ମତଦାନ ହେଉଛି। ଷଷ୍ଠ ଥର ବିଜେଡି ବିଜୟୀ ହୋଇ ରେକର୍ଡ଼ କରିବ ବୋଲି ଆଶାବାଦୀ ରହିଥିବା ବେଳେ ଦଳର…
ରାଜନୀତି ରାଜ୍ୟ ରତ୍ନଭଣ୍ଡାର ଚାବି ଯାଇ ତାମିଲନାଡୁରେ : ନରେନ୍ଦ୍ର ମୋଦି May 20, 2024 Nirvay କଟକ ନିର୍ବାଚନୀ ସଭାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନସଭାକୁ ସମ୍ବୋଧିତ କରିବା ସହ ବିଜେଡି ସରକାରଙ୍କ ଭବିଷ୍ୟତ ବାଣୀ କରିଛନ୍ତି ମୋଦୀ। ଓଡ଼ିଶାରେ ବିଜେପି ସରକାର ଗଢ଼ିବା ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି।ମୋଦୀ କହିଛନ୍ତି, କଟକ ଆଧୁନିକ ଶିକ୍ଷାର ନଗରୀ,…
ରାଜନୀତି ରାଜ୍ୟ ବିଜୟ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ମୋଦି May 19, 2024 Nirvay ଆଜି ଓଡ଼ିଶା ପହଞ୍ଚିବା ପରେ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ବୈଠକରେ ୱାର ରୁମ୍, ପ୍ରଚାର, ବୁଥ୍ ମ୍ୟାନେଜମେଣ୍ଟ ଆଦିର ସମୀକ୍ଷା କରିଛନ୍ତି ମୋଦୀ। ନିର୍ବାଚନ ପରିଚାଳନା…
ରାଜନୀତି ରାଜ୍ୟ ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର May 19, 2024 Nirvay ପିପିଲିରେ ବଢୁଛି ବିଜେପିର ଶକ୍ତି। ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର। ଗତକାଲି ପୁରୀ ଜିଲ୍ଲା ପିପିଲି ବ୍ଲକ ହାଟସାହି ପଞ୍ଚାୟତର ନାଏବ ସରପଞ୍ଚ ଓ ୨ ନମ୍ବର ୱାର୍ଡର ୱାର୍ଡମେମ୍ବରଙ୍କ ସମେତ ଦାନଗୋହିରି ଗାଁର ୧୦୦ରୁ ଅଧିକ ମୁସଲିମ୍…
ରାଜନୀତି ରାଜ୍ୟ ଆସନ୍ତା କାଲି ସକାଳ ୭ଟାରେ ଶ୍ରୀଜିଉଙ୍କୁ ଦର୍ଶନ କରି ରୋଡ ସୋ’ କରିବେ ମୋଦୀ May 19, 2024 Nirvay ଆଜି ଓଡ଼ିଶା ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା କାଲି ପୁରୀ ବଡ଼ଦାଣ୍ଡରେ ରୋଡ ସୋ’ କରିବେ ମୋଦୀ। ପୁରୀ ଗସ୍ତକୁ ନେଇ ବିଜେପି ପକ୍ଷରୁ ପ୍ରେସମିଟ୍ କରି ସବିଶେଷ ସୂଚନା ଦିଆଯାଇଛି। ପ୍ରେସମିଟରେ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ…
ରାଜନୀତି ରାଜ୍ୟ ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ May 19, 2024 Nirvay ବିଜେଡ଼ିରୁ ଇସ୍ତଫା ଦେବାର ମାତ୍ର କେଇ ଘଣ୍ଟା ପରେ ପଦ୍ମ ଧରିଲେ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ସମୀର ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ…
ରାଜନୀତି ରାଜ୍ୟ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଥିବା ୫ ମାମଲାରୁ ୪ ପ୍ରତ୍ୟାହାର କରିବାକୁ ଦାଖଲ ହୋଇଛି ସତ୍ୟପାଠ May 19, 2024 Nirvay ଗୋପାଳପୁର ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀଙ୍କ ନାମରେ ଟାଟା କମ୍ପାନିରେ ନିଯୁକ୍ତି ନେଇ ହୋଇଥିବା ଠକେଇ ମାମଲାରେ ଆସିଛି ନୂଆ ମୋଡ଼। ଏହି ମାମଲାରେ ଗୋପାଳପୁର ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀଙ୍କ ନାମରେ ଗଞ୍ଜାମ ଜିଲ୍ଲାରେ ୫ଟି ମାମଲା ରୁଜୁ ହୋଇଥିଲା।…