Tag: BJP ODISHA

୨୧ ରେ ଓଡ଼ିଶାର ୪ଟି ସ୍ଥାନରେ ପ୍ରଚାର କରିବେ ଶାହ

ପୁଣି ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୧ ତାରିଖରେ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶାର ୪ଟି ସ୍ଥାନରେ ଆୟୋଜିତ ଜନସଭାରେ ଯୋଗ ଦେବେ। ସେହିଦିନ ସକାଳେ ପ୍ରଥମେ ସମ୍ବଲପୁରରେ ସଭା କରିବେ।ସମ୍ବଲପୁର ପରେ କେନ୍ଦୁଝର ଓ ପର୍ଜଙ୍ଗ…

ହାରିବା ଭୟରେ ହିଂସାକୁ ଆପଣାଇ ଭୋଟରଙ୍କୁ ଭୟଭୀତ କରୁଛି ବିଜେଡି : ମନମୋହନ ସାମଲ

ନିର୍ବାଚନ ହାରିବା ଭୟରେ ବିଜେଡିର ନେତା ଓ କର୍ମୀମାନେ ଏବେ ରକ୍ତମୁଖା ହୋଇଯାଇଛନ୍ତି । ନିର୍ବାଚନ ଯେତେ ପାଖେଇ ଆସୁଛି ବିଜେଡି ବିଜେପି ନେତା ଓ କର୍ମୀମାନଙ୍କୁ ଆକ୍ରମଣ କରିବା ସହ ଭୋଟରଙ୍କୁ ମଧ୍ୟ ଭୟଭୀତ କରୁଛି ବୋଲି ସାଙ୍ଘାତିକ ଅଭିଯୋଗ…

୧୯ ତାରିଖ ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବେ ମୋଦି

୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ହେବ । ନିର୍ବାଚନକୁ ନେଇ…

ସାଲିଆ ସାହିରେ ହେମାମାଳିନୀଙ୍କ ପ୍ରଚାର

ରାଜଧାନୀ ଭୁବନେଶ୍ବରରେ ପହଞ୍ଚିବା ପରେ ଆଜି ମଧ୍ୟାହ୍ନରେ ସାଲିଆ ସାହିରେ ପ୍ରଚାର କରିଛନ୍ତି ବଲିଉଡ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ । ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର ପାଇଁ ସେ ଆଜି ଓଡ଼ିଶା ଆସିଛନ୍ତି । ପ୍ରଥମେ ସେ ଭୁବନେଶ୍ବର…

ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର:ନଡ୍ଡା

ଆଜି ଅପରାହ୍ନରେ ପ୍ରଚାର ପାଇଁ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏଠାରେ ଜନସଭାରେ ଉଦବୋଧନ ଦେଇ ନବୀନଙ୍କୁ ଟାର୍ଗେଟ କରିଛନ୍ତି ନଡ୍ଡା। କହିଲେ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର । ଓଡ଼ିଶା ଲୋକ ଜଣେ ମୁଖ୍ୟମନ୍ତ୍ରୀ…

ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ

ନିଜକୁ ଅସୁରକ୍ଷିତ ମଣୁଛନ୍ତି ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି।…

ପୁରୀରେ ମଠ ଭଙ୍ଗାଯିବା ଅଭିଯୋଗରେ ସଫେଇ ଦେଲେ ପାଣ୍ଡିଆନ

ପୁରୀ ପରିକ୍ରମା ପ୍ରକଳ୍ପ ଆଳରେ ମଠ ଭଙ୍ଗାଯିବା ନେଇ ବିଜେପି ଅଭିଯୋଗ କରିବା ପରେ ଆଜି ସଫେଇ ଦେଉଛନ୍ତି ପାଣ୍ଡିଆନ। ସୋସିଆଲ ମିଡିଆରେ ପାଣ୍ଡିଆନ ଏକ ଭିଡିଓ ଜାରି କରି କହିଛନ୍ତି, ପୁରୀ ପରିକ୍ରମା ପ୍ରକଳ୍ପ ସମୟରେ ଐତିହାସିକ ମଠ ଓ…

ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…

ପ୍ରଚାର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ୧୬ ଏବଂ ୧୭ ତାରିଖରେ ସେ ଓଡ଼ିଶାରେ ମାରାଥନ ପ୍ରଚାର କରିବେ। ୨ ଦିନରେ ମୋଟ ୯ଟି ସ୍ଥାନରେ ସଭା କରିବେ ଆସାମ ମୁଖ୍ୟମନ୍ତ୍ରୀ ବୋଲି ଜଣା ପଡିଛି। ୧୬…

ବିକଶିତ ଭାରତ ସହ ବିକଶିତ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଜରୁରୀ :ଓମ ବିର୍ଲା

ରାଜ୍ୟରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବାରେ ଲାଗୁଛି । ଓଡିଶାକୁ କେନ୍ଦ୍ର ନେତୃତ୍ୱଙ୍କ ଗସ୍ତ ଓ ପ୍ରଚାର ବିଜେପି ପ୍ରାର୍ଥୀ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସାହିତ କରୁଛି । ଏଥିରେ ପଛେଇ ନାହିଁ ସମ୍ବଲପୁର ର ନିର୍ବାଚନୀ ମାହୋଲ । ଆସନ୍ତା ୨୫ ରେ…