Tag: BJP State Headquarters

Jay Dholakia Gets Grand Welcome: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଜୟଙ୍କୁ ସ୍ୱାଗତ ଜଣାଇଛନ୍ତି ।…