ତାଜା ଖବର ଦେଶ ବିହାର ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା October 14, 2025 Papirani ବିହାର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପ୍ରଥମ ପର୍ଯ୍ୟାୟରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତେବେ ଏହି ତାଲିକାରେ ବରିଷ୍ଠ ବିଜେପି ନେତା ତଥା ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ତାରାପୁର ସିଟରୁ ଟିକେଟ୍…
ତାଜା ଖବର ରାଜନୀତି ରାଜ୍ୟ ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି October 12, 2025 Papirani ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…
ରାଜନୀତି ରାଜ୍ୟ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି October 11, 2025 Nirvay ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ October 11, 2025 Nirvay ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…
ତାଜା ଖବର ରାଜନୀତି ରାଜ୍ୟ କାଲି ରାଜ୍ୟ ବିଜେପି ଅଫିସରେ ଦିଆଯିବ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ October 8, 2025 Papirani କାଲି ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ । ଏହି ପ୍ରଶିକ୍ଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ ଓ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଯୋଗ ଦେବେ…
ରାଜନୀତି ରାଜ୍ୟ ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ October 6, 2025 Nirvay ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍ରେ ଆସି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ September 25, 2025 Papirani ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି । ପୂର୍ବରୁ…
ରାଜନୀତି ରାଜ୍ୟ ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ September 23, 2025 Nirvay ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…
ତାଜା ଖବର ରାଜ୍ୟ ନୂଆ ପିଢ଼ି ଏବଂ ବିକଶିତ ଭାରତର ସ୍ରଷ୍ଟାଙ୍କ ପାଇଁ ଉପହାର ‘ଜିଏସଟି ସୁଧାର’: ମନମୋହନ ସାମଲ September 22, 2025 Papirani ଆଜି ହେଉଛି ପବିତ୍ର ନବରାତ୍ରର ପ୍ରଥମ ଦିନ । ଆଜିଠାରୁ ଓଡିଶା ତଥା ସମଗ୍ର ଦେଶରେ ନୂତନ ଜିଏସଟି ସୁଧାର ଲାଗୁ ହେବା ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ ବରଂ ଏହା ସାଧାରଣ ଜନତାଙ୍କର…
ରାଜନୀତି ରାଜ୍ୟ ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି September 18, 2025 Nirvay ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…