ଦେଶ ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ November 10, 2024 Nirvay ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ପଡୋଶୀ ରାଜ୍ଯର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ପାଇଁ ପ୍ରଚାର କରିବାକୁ ଆସନ୍ତାକାଲି (ନଭେମ୍ବର ୧୧) ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ଯକ୍ରମ ରହିଛି। ନଭେମ୍ବର ୧୩ ରେ ଝାଡ଼ଖଣ୍ଡର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଝଟକା; ବିଜେଡି ଛାଡ଼ି ବିଜେପିରେ ମିଶିଲେ ୧୮ ସରପଞ୍ଚ ଓ ନାଏବ ସରପଞ୍ଚ November 8, 2024 Papirani ସମ୍ବଲପୂର ଜିଲ୍ଲାର ବିଜଦ ଗଡ଼ ଭାବେ ପରିଚିତ ଥିଲା ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ । ୨୦୦୦ ମସିହାରୁ ଏଠାରେ ଲଗାତାର ଭାବେ ବିଜଦ ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ଜିତିଥିଲେ। ଗତ ନିର୍ବାଚନରେ ଏଠାରେ ରୋହିତଙ୍କୁ ବଦଳରେ…
ତାଜା ଖବର ରାଜନୀତି ରାଜ୍ୟ ଟାକୁଆ ପରେ ଉଠିଲାଣି ମିଲର୍ସଙ୍କୁ ଟଙ୍କା ମଗା ଅଭିଯୋଗ; ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବି କଲା ବିଜଦ November 7, 2024 Papirani କନ୍ଧମାଳ ଜିଲାରେ ଆମ୍ବ ଟାକୁଆ ଜାଉ ଖାଇବା ଘଟଣାଟି ଭାଜପା ସରକାର ସକାଶେ କଳାଦାଗ ହୋଇଛି। ବିଳମ୍ବରେ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଘଟଣାର ଆରଡିସି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇ ସ୍ଥିତି ସମ୍ଭାଳିବାକୁ ଚେଷ୍ଟା କରିଛନ୍ତି । ଏହି…
ତାଜା ଖବର ରାଜନୀତି ରାଜ୍ୟ ଚୋରି ଘଟଣା କୁ ନେଇ ତାରାତାରିଣୀ ମନ୍ଦିର କୁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପଠାଇଲା ବିଜେଡି November 6, 2024 Papirani ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦୈବୀପୀଠ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା ନେଇ ବିଜୁ ଜନତା ଦଳ ରାଜ୍ୟସରକାରଙ୍କ ଉପରେ ବର୍ଷିଛି | ଏହା ଘଟଣା ସ୍ଥଳକୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପଠାଇଛି । ବିଜୁ ଜନତା ଦଳର ସଭାପତି ନବୀନ…
ତାଜା ଖବର ରାଜନୀତି ରାଜ୍ୟ ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି November 6, 2024 Papirani ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…
ତାଜା ଖବର ରାଜନୀତି ରାଜ୍ୟ ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ November 6, 2024 Papirani ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…
ତାଜା ଖବର ରାଜନୀତି ରାଜ୍ୟ ଧାନ ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା November 5, 2024 Papirani ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ଚାଷୀଙ୍କ ସୁରକ୍ଷା, କଟନୀ ଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ତେଣୁ ଏହି ଧାନ କିଣା କାରବାରରେ ସ୍ୱଚ୍ଛତା…
ତାଜା ଖବର ରାଜନୀତି ରାଜ୍ୟ ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି November 5, 2024 Papirani ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ ଅପପୃଷ୍ଟି ପ୍ରସଙ୍ଗରେ ବିବୃତି ଦେଇ ନିଜ ବିଫଳତାକୁ ପରିପ୍ରକାଶ କରିଛି ବିଜେଡି : ବିରଞ୍ଚି ନାରାୟଣ ତ୍ରିପାଠୀ November 2, 2024 Papirani କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏନେଇ ରାଜ୍ୟ ସରକାର ଚିନ୍ତିତ ଓ ସଚେତନ ଅଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ପଠାଇ ଏହାର ତଦନ୍ତ କରିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ଆଜିଠାରୁ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ October 30, 2024 Papirani ଭାରତୀୟ ଜନତା ପାର୍ଟି ଏକ ରାଷ୍ଟ୍ରୀୟ ପାର୍ଟି । ଜାତୀୟତାବାଦ, ଦେଶ ଭକ୍ତି, ରାଷ୍ଟ୍ରୀୟ ଚେତନାକୁ ଜାଗ୍ରତ କରୁଥିବା ଏହି ଦଳର ବିଚାରଧାରା ହିଁ ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ପରିଚୟ ଦେଇଥାଏ । ଭାରତୀୟ ଜନତା ପାର୍ଟିର ମୂଳ ମନ୍ତ୍ର…