Tag: BJP

ନିଜ ମାଟିର ପୁଅ ଓଡ଼ିଶା ନେତା ହୁଅନ୍ତୁ:ଜୟଶଙ୍କର

ଓଡ଼ିଆ ଅସ୍ମିତା ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବା ବେଳେ ଆଜି ଓଡ଼ିଶା ଗସ୍ତରେ ଆସି ଏହି ପ୍ରସଙ୍ଗରେ ଏସ୍‌. ଜୟଶଙ୍କରଙ୍କ ବଡ ବୟାନ ଦେଇଛନ୍ତି। ଓଡ଼ିଶା ପ୍ରାକୃତିକ ସଂପଦ ଓ ପ୍ରତିଭାରେ ଭରପୂର, କ’ଣ ନାହିଁ ଓଡ଼ିଶାରେ, କିନ୍ତୁ ଓଡ଼ିଶା…

ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର

ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍‌ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମେ ୧୦, ୧୧ ରେ ମୋଦିଙ୍କର ଭୁବନେଶ୍ୱର ଓ ବଲାଙ୍ଗୀର କାର୍ଯ୍ୟକ୍ରମ

ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍…

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ନେତା ଜୟନାରାୟଣ ମିଶ୍ର

ସମ୍ବଲପୁର; ସମ୍ବଲପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି ବିଜେପି ପ୍ରାର୍ଥୀ ତଥା ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ଆଜି ନିଜ ଝିଅ ଓ ବହୁ ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଆସି ସମ୍ବଲପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର…

କଂଗ୍ରେସରେ ମିଶିଲେ ପୂର୍ବତନ ବିଧାୟକ ଦେବାଶିଷ ନାୟକ

କଂଗ୍ରେସରେ ମିଶିଲେ ପୂର୍ବତନ ବିଧାୟକ ଦେବାଶିଷ ନାୟକ । ବିଜେପି ଟିକେଟ୍ ନଦେବାରୁ ଏବେ କଂଗ୍ରେସରେ ଯୋଗ ଦେବଲେ ଦେବାଶିଷ ନାୟକ । ଟିକେଟ୍ ପାଇଁ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ ଦେବାଶିଷ କିନ୍ତୁ ସେଠାରେ ମଧ୍ୟ ତାଙ୍କୁ ବିଜେପି ନିରାଶ…

ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ । ଏବେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ…

ବୈଜୟନ୍ତଙ୍କ ଆଖିରେ ଅସ୍ତ୍ରୋପଚାର

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦଳର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ତାଙ୍କ ଆଖିରେ ଅସ୍ତ୍ରୋପଚାର ହୋଇଛି। ଏହି କାରଣରୁ ସେ କିଛି ଦିନ ପର୍ଯ୍ୟନ୍ତ ନିର୍ବାଚନ ପ୍ରଚାରରୁ ଦୂରେଇ ରହିବେ ବୋଲି ସୂଚନା ମିଳିଛି। ତାଙ୍କ ଆଖିରୋଗ ଅତ୍ୟନ୍ତ ଜଟିଳ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର

ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନବୀନ ସରକାରଙ୍କ ଉପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନେତୃତ୍ବ ନେବାକୁ ମୁଖ୍ୟମନ୍ତ୍ରୀ…

ନାମାଙ୍କନ ଭରିଲେ ପ୍ରିୟଦର୍ଶୀ ମିଶ୍ର

ନାମାଙ୍କନ ଭରିଲେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଭୁବନେଶ୍ୱର ଉତ୍ତର ଆସନ ଲାଗି ପ୍ରାଥୀପତ୍ର ଦାଖଲ କରିଛନ୍ତି । ସେ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ନନ୍ଦନକାନନ ଛକରୁ ଶତାଧିକ କର୍ମୀଙ୍କ ସହ ବିଶାଳ…

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ

ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛନ୍ତି ଖାରବେଳ । ସେ ବାଲେଶ୍ୱର ଲୋକସଭା ଆସନରୁ ବିଜେପି ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଥିଲା…