Tag: BJP

ସକ୍ରିୟ ରାଜନୀତିକୁ ଫେରିବେ କି ରଘୁବର !

ରାଜ୍ୟପାଳ ପଦରୁ ହଠାତ୍ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି ରଘୁବର ଦାସ। ମଙ୍ଗଳବାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଏହି ଖବର ପ୍ରଥମେ ଜଣାପଡିଥିଲା। ରଘୁବରଙ୍କ ସ୍ଥାନରେ ଡକ୍ଟର ହରିବାବୁ କମ୍ଭାମପତି ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି । ତେବେ ଅଚାନକ…

କୁଟ୍ଟେଙ୍କ ପାଖରେ କାହିଁକି ଆତ୍ମସମର୍ପଣ କଲା ଭାଜପା ?

ଉପରସ୍ତରରେ ଜଘନ୍ୟ ଖେଳ ଆଗରେ ରାଜ୍ୟ ଭାଜପା ସରକାର କେଡ଼େ ଅସହାୟ ତାହାର ଏକ ବଡ଼ ପ୍ରମାଣ ରଖିଦେଇଗଲା ବିବାଦୀୟ ଆଇପିଏସ ଅଫିସର ଧିରେନ୍ଦ୍ର ସମ୍ବଜୀ କୁଟେ । କେନ୍ଦ୍ରକୁ ଡେପୁଟେସନରେ ଗଲେ, କିନ୍ତୁ ରାଜ୍ୟ ସରକାରଙ୍କ ଅଭିଯୋଗ ଉପରେ କୌଣସି…

ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ

ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…

ରାହୁଲଙ୍କ ବିରୋଧରେ ଥାନାରେ ଏତଲା ଦେଲା ବିଜେପି; ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

ସଂସଦ ଭବନ ପରିସରରେ ହୋଇଥିବା ଠେଲାପେଲାରେ ବିଜେପିର ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହେବା ଘଟଣା ଏବେ ସାରା ଦେଶରେ ରାଜନୈତିକ ମାହୋଲରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ଏହାକୁ କେନ୍ଦ୍ର କରି ବିରୋଧୀ ଦଳ ନେତା ରାହୁଲ…

ରାଷ୍ଟ୍ରପତିଙ୍କ ପ୍ରତି ବିଜେଡି ସାଂସଦଙ୍କ ଆକ୍ଷେପ ଘଟଣା; ବିଜେପିର ସମାଲୋଚନା

ରାଜ୍ୟସଭାରେ ‘ଭାରତୀୟ ସମ୍ବିଧାନର ୭୫ ବର୍ଷର ଗୌରବମୟ ଯାତ୍ରା ଉପରେ ଆଲୋଚନାରେ ଅଂଶଗ୍ରହଣ କରି ବିଜେଡି ସାଂସଦ ସୁଲତା ଦେଓ ରାଷ୍ଟ୍ରପତିଙ୍କ ପ୍ରତି କରିଥିବା ଆକ୍ଷେପ ଘଟଣାରେ ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳଙ୍କ ସମାଲୋଚନା । ସେ କହିଛନ୍ତି ମହାମହିମ ରାଷ୍ଟ୍ରପତି…

କଂଗ୍ରେସ ଓ ଗାନ୍ଧୀ ପରିବାର ଉପରେ ବର୍ଷିଲେ ମୋଦି

ସଂସଦର ସମ୍ବିଧାନ ବିତର୍କରେ ଭାଗ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ୭୫ ବର୍ଷର ଉପଲବ୍ଧି ଅସାଧାରଣ। ଭାରତର ଲୋକତନ୍ତ୍ର ସବୁବେଳେ ସମୃଦ୍ଧ ରହିଛି। ଆଜି ବିବୃତ୍ତି ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ୭୫ ବର୍ଷର ସଫଳତା ସହଜ ନୁହେଁ। ସମ୍ବିଧାନର ନିର୍ମାତାମାନେ ବିଶ୍ୱାସ…

ମହାନଦୀ ସ୍ଥିତି ପାଇଁ ନବୀନ ଦାୟୀ: ପୃଥ୍ବୀରାଜ

ମହାନଦୀକୁ ନେଇ ତେଜୁଛି ବିରୋଧି ଆଉ ଶାସନଦଳଙ୍କ ବୟାନ ବାଜି । ମହାନଦୀକୁ ନେଇ ସାଙ୍ଘାତିକ ବୟାନ ଦେଇଛନ୍ତି ବିଜେଡି ନେତା ପ୍ରସନ୍ନା ଆଚାର୍ଯ୍ୟ ସେ କହିଛନ୍ତି ମହାନଦୀ ଧିରେ ଧିରେ ଶୁଖିବାକୁ ଆରମ୍ଭ କଲାଣି । ମହାନଦୀ ଓଡ଼ିଶାରେ ଲୀନ…

ନବୀନ ପଟ୍ଟନାୟକଙ୍କ ବିକୃତ ଫଟୋକୁ ନେଇ ରାଜନୀତିରେ ଝଡ଼; ନିନ୍ଦା କଲା ବିଜେଡି

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିକୃତ ଫଟୋକୁ ନେଇ ଜୋର ଧରିଛି ରାଜନୀତି। ଓଡିଶା ବିଜେପିର ଟ୍ବିଟର ହେଣ୍ଡେଲରେ ନବୀନ ପଟ୍ଟନାୟକ ଓ ଭିକେ ପଣ୍ଡିଆନଙ୍କ ବିକୃତ ଫଟୋକୁ ଦେଖି ନିନ୍ଦା କରିଛି ବିଜେଡି । ବିଜେପିର…

ଅଗ୍ନି ପରୀକ୍ଷା ପୂର୍ବରୁ ମୋଦୀଙ୍କ ଶରଣରେ ନବୀନ

କ୍ଷମତାଚ୍ଯୁତ ହେବାପରେ ନବୀନ ପଟନାୟକ କଂଗ୍ରେସ ସହ ତାଙ୍କର ବହୁ ପୁରୁଣା ସମ୍ପର୍କକୁ ଆଉଥରେ ନୂଆ ରୂପ ଦେବାପାଇଁ ଚେଷ୍ଟିତ ଥିବାବେଳେ ରାଜ୍ୟ ରାଜ୍ୟସଭା ଅଧ୍ଯକ୍ଷ ଜଗଦୀପ ଧନଖଡ଼ଙ୍କ ରୋଧରେ ବିରୋଧୀ ଦଳର ଅନାସ୍ଥା ପ୍ରସ୍ତାବ ତାଙ୍କୁ ବଡ଼ ଅଗ୍ନି ପରୀକ୍ଷା…

ନିର୍ଦ୍ୱନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ସୁଜିତ୍ କୁମାର । ଓଡ଼ିଶାରୁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର। ତାଙ୍କ ବିପକ୍ଷରେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଏନେଇ ସୁଜିତ କୁମାର…