Tag: BJP

ଅସହଯୋଗ ମାନସିକତା ଛାଡି ବିଜେଡି ଧୈର୍ଯ୍ୟ ଧରିବା ଆବଶ୍ୟକ: ପୃଥ୍ୱୀରାଜ ହରିଚନ୍ଦନ

ଓଡ଼ିଶାବାସୀଙ୍କ ଆର୍ଶୀବାଦରୁ ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କରିଛି । ଓଡିଶାବାସୀଙ୍କ ବିପୁଳ ସମର୍ଥନ ଓ ଆଶୀର୍ବାଦ ପ୍ରାପ୍ତ କରି ଜନତାଙ୍କ ସରକାର ହୋଇଛି ବିଜେପି ସରକାର । ବିକଶିତ ଓଡ଼ିଶା ଗଠନ ପାଇଁ ଏହି ସରକାର ପ୍ରତିଶ୍ରୁତିବଦ୍ଧ ।…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ବଦନାମ କରିବା ପାଇଁ ଚାଲିଛି ସାଂଘାତିକ ଚକ୍ରାନ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସର୍ବସାଧାରଣଙ୍କ ଆଖ୍ୟାରେ ବଦ ବଦନାମ କରିବା ପାଇଁ ଏକ ଭୟଙ୍କର ଚକ୍ରାନ୍ତ ଆରମ୍ଭ ହୋଇଛି । ମୋହନ ନିଜକୁ ଲୋକମୁଖ୍ୟମନ୍ତ୍ରୀ ଭାବେ ଉପସ୍ଥାପନ କରିବା ସକାଶେ ଚେଷ୍ଟା ଚଳାଇ ଆସୁଛନ୍ତି । ଏହା ତାଙ୍କର ଏକ…

ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ପୁରୀଠାରେ ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆଜି ମୁଁ…

ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ ରଖିବା ପାଇ ଘୋଷଣା କରିବା ପରେ ଏହି ନିଷ୍ପରିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର…

5T ନାଁରେ ବର୍ଷକୁ ୫୦ ହଜାର କୋଟି ଟଙ୍କା ଲୁଟ୍‌ ଅଭିଯୋଗ 

ପୁରୀରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ପେଟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରେସମିଟ୍ । ସେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛୁ । କ୍ୟାବିନେଟ୍‌ରେ ୯ଟି ପ୍ରସ୍ତାବ ଗ୍ରହଣ କରିସାରିଛୁ । ଶ୍ରୀମନ୍ଦିରର ୪ଟି ଦ୍ବାର ମଧ୍ୟ…

ସଂକଳ୍ପପତ୍ରର ସମସ୍ତ ପ୍ରତିଶୃତି ପୂରଣ ହେବ: ମନମୋହନ

ଓଡ଼ିଶାରେ ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନରେ ବିଜେପି ୨୧ରୁ ୨୦ଟି ସାଂସଦ ଜିତିବା ସହ ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ନିର୍ବାଚନ…

ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ଜେପି ନଡ୍ଡା

ପୁରୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବକ୍ତବ୍ୟ । ଜେପି ନଡ୍ଡା ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ ସହ ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ…

ପୁରୀରେ ଆରମ୍ଭ ହେଲା ବିଜେପିର ରାଜ୍ୟ ପଦାଧିକାରୀ ବୈଠକ

ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ରାଜ୍ୟ ସଂଗଠନ ସା. ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ , ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ…

କାଲିଠୁ ପୁରୀରେ ଦୁଇଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଶୁକ୍ରବାର ପୁରୀରେ ଦୁଇଦିନିଆ (୧୯ ଓ ୨୦) ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବେ। ପରେ ରାଜ୍ୟ ସଭାପତି ମନମୋହନ ସାମଲ ବୈଠକରେ ଅଧ୍ୟକ୍ଷତା କରିବେ।…

ଭୋଟ ଗଣତିରେ ଜାଲିଆତି ଅଭିଯୋଗ ନେଇ ହାଇକୋର୍ଟ ଗଲେ ବିଜେପି ପ୍ରାର୍ଥୀ ଜଗନ୍ନାଥ

ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି ଭୁବନେଶ୍ବର ମଧ୍ୟ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା କଲେ ସହ ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ…