ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ June 26, 2024 Papirani ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି କଳା ଦିବସ ପାଳିବ ବିଜେପି June 24, 2024 Papirani ଆସନ୍ତାକାଲି କଳା ଦିବସ ପାଳିବ ବିଜେପି। ଜୁନ ୨୫ ଅର୍ଥାତ୍ ଆସନ୍ତା କାଲି ବିଜେପି କଳା ଦିବସ ପାଳନ କରିବାକୁ ଯାଉଛି। ଜୁନ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଗଣତନ୍ତ୍ର ଏବଂ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ June 21, 2024 Papirani ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ତାଜା ଖବର ରାଜନୀତି ରାଜ୍ୟ ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ June 19, 2024 Papirani ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…
ତାଜା ଖବର ରାଜନୀତି ରାଜ୍ୟ 5T ନାଁରେ ଲୁଟ୍ର ହିସାବ ମାଗିବୁ: ପ୍ରଦୀପ ପୁରୋହିତ June 15, 2024 Papirani ଆଜି ଅତାବିରାରେ ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଆୟୋଜିତ ହୋଇଥିଲା ସମ୍ବର୍ଦ୍ଧନା ସଭା ସାମିଲ୍ ହୋଇଛନ୍ତି ସାଂସଦ ପ୍ରଦୀପ ପୁରୋହିତ ଓ ଅତାବିରା ବିଧାୟକ ନିହାର ମହାନନ୍ଦ। ଚାଷୀଙ୍କୁ ଉଦ୍ବୋଧନ ଦେବା ବେଳେ ବିଜେଡି ଓ ଭି କେ ପଣ୍ଡିଆନଙ୍କୁ ଟାର୍ଗେଟ…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେଲେ କାମଚଳା ବାଚସ୍ପତି June 13, 2024 Papirani ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜ୍ଯପାଳ ନିଯୁକ୍ତି ଦେଲେ ରାଜ୍ୟପାଳ ରଘୁବର ଦାସ । ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି…
ରାଜନୀତି ରାଜ୍ୟ ଜୟନାରାୟଣ ନାରାଜ, ଶପଥ ଗ୍ରହଣ ଉତ୍ସବକୁ ଗଲେନି June 12, 2024 Nirvay ନିର୍ଭୟ ମିଡିଆ, ଭୁବନେଶ୍ୱର: ରାଜ୍ୟରେ ବୁଧବାର ଦିନ ଶପଥ ନେଇଥିବା ମନ୍ତ୍ରୀମଣ୍ଡଳରେ ଗତ ବିଧାନସଭାରେ ବିରୋଧିଦଳ ନେତା ଜୟନାରାୟଣଙ୍କୁ ମିଶ୍ରଙ୍କୁ ସାମିଲ କରାଯାଇନଥିବାରୁ ସେ ନାରାଜ ହୋଇଛନ୍ତି । ଜନତା ମଇଦାନରେ ବୁଧବାର ଭାଜପା ପ୍ରଥମ ସରକାରର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ…
ରାଜନୀତି ରାଜ୍ୟ ୬ ପଦବୀ ଖାଲି; ୬ ମାସରେ ସମ୍ପ୍ରସାରଣ June 12, 2024 Nirvay ରାଜ୍ୟରେ ନବଗଠିତ ଭାଜପା ସରକାରରେ ୧୬ଜଣ ମନ୍ତ୍ରୀ ପରିଷଦରେ ସାମିଲ ହୋଇଥିବାରୁ ଆହୁରି ୬ଟି ପଦବୀ ଖାଲି ରହିଛି । କାରଣ ଦଳରେ ଅନେକ ବରିଷ୍ଠ ସଦସ୍ୟଙ୍କୁ ସାମିଲ କରାଯାଇନଥିବାରୁ ସେମାନେ ଅସନ୍ତୁଷ୍ଟ ଅଛନ୍ତି । ଏପରିକି ମୟୁରଭଞ୍ଜର ସମସ୍ତ ୯ଟି…
ରାଜନୀତି ରାଜ୍ୟ ପ୍ରଥମ ଥରର ୮ ବିଧାୟକଙ୍କୁ ମନ୍ତ୍ରୀ ପଦ June 12, 2024 Nirvay ନିର୍ଭୟ ମିଡିଆ, ଭୁବନେଶ୍ୱର: ବୁଧବାରଠାରୁ ରାଜ୍ୟରେ ଭାଜପା ସରକାରର ଯୁଗ ଆରମ୍ଭ ହୋଇଛି । ଜନତା ମଇଦାନରେ ଆୟୋଜିତ ଭବ୍ୟ ସମାରୋହରେ ଭାଜପା ବିଧାୟକ ଦଳ ନେତା ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ପଦ ଓ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ June 12, 2024 Papirani ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ…