Tag: BJP

ଅଭିଯୁକ୍ତ ବିଜେପି ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଉଛନ୍ତି : ବିଜେଡି

ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜ ହୋଇଯିବା ପରେ ଗଣମାଧ୍ୟମରେ ସେ ଦେଇଥିବା ବୟାନ ଉପରେ ବିଜୁ ଜନତା ଦଳର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଦେବ ଏହା…

ଜଗନ୍ନାଥଙ୍କ କୃପାରୁ ମହାରାଷ୍ଟ୍ର ରେ ଉଡ଼ିବ ବିଜୟର ଧ୍ବଜା: ଭୂପେନ୍ଦ୍ର ଯାଦବ

ହରିୟାଣା ନିର୍ବାଚନ ରେ ବିଜେପି ର ବିଜୟ ପରେ ଆଗାମୀ ମହାରାଷ୍ଟ୍ର ନିର୍ବାଚନ ରେ ମଧ୍ୟ ବିଜୟ ହାତେଇବା ପାଇଁ ଆଗଭର ଅଛି ବିଜେପି ଦଳ | ମହାରାଷ୍ଟ୍ର ଦେଶ ର ଏକ ମୁଖ୍ୟ ରାଜ୍ୟ ତେଣୁ ସାରା ଦେଶ ର…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ପଡୋଶୀ ରାଜ୍ଯର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ପାଇଁ ପ୍ରଚାର କରିବାକୁ ଆସନ୍ତାକାଲି (ନଭେମ୍ବର ୧୧) ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ଯକ୍ରମ ରହିଛି। ନଭେମ୍ବର ୧୩ ରେ ଝାଡ଼ଖଣ୍ଡର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଝଟକା; ବିଜେଡି ଛାଡ଼ି ବିଜେପିରେ ମିଶିଲେ ୧୮ ସରପଞ୍ଚ ଓ ନାଏବ ସରପଞ୍ଚ

ସମ୍ବଲପୂର ଜିଲ୍ଲାର ବିଜଦ ଗଡ଼ ଭାବେ ପରିଚିତ ଥିଲା ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ । ୨୦୦୦ ମସିହାରୁ ଏଠାରେ ଲଗାତାର ଭାବେ ବିଜଦ ଜିତି ଆସୁଛି। ରୋହିତ ପୂଜାରୀ ଏଠାରେ ଦୁଇ ଥର ଜିତିଥିଲେ। ଗତ ନିର୍ବାଚନରେ ଏଠାରେ ରୋହିତଙ୍କୁ ବଦଳରେ…

ଟାକୁଆ ପରେ ଉଠିଲାଣି ମିଲର୍ସଙ୍କୁ ଟଙ୍କା ମଗା ଅଭିଯୋଗ; ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଓ ଗିରଫ ଦାବି କଲା ବିଜଦ

କନ୍ଧମାଳ ଜିଲାରେ ଆମ୍ବ ଟାକୁଆ ଜାଉ ଖାଇବା ଘଟଣାଟି ଭାଜପା ସରକାର ସକାଶେ କଳାଦାଗ ହୋଇଛି। ବିଳମ୍ବରେ ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଘଟଣାର ଆରଡିସି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇ ସ୍ଥିତି ସମ୍ଭାଳିବାକୁ ଚେଷ୍ଟା କରିଛନ୍ତି । ଏହି…

ଚୋରି ଘଟଣା କୁ ନେଇ ତାରାତାରିଣୀ ମନ୍ଦିର କୁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପଠାଇଲା ବିଜେଡି

ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦୈବୀପୀଠ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା ନେଇ ବିଜୁ ଜନତା ଦଳ ରାଜ୍ୟସରକାରଙ୍କ ଉପରେ ବର୍ଷିଛି | ଏହା ଘଟଣା ସ୍ଥଳକୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପଠାଇଛି । ବିଜୁ ଜନତା ଦଳର ସଭାପତି ନବୀନ…

ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି

ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…

ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ସାମିଲ ହେଲେ ସୁନନ୍ଦା ଦାସ । ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ଧାନ ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା

ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ଚାଷୀଙ୍କ ସୁରକ୍ଷା, କଟନୀ ଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ତେଣୁ ଏହି ଧାନ କିଣା କାରବାରରେ ସ୍ୱଚ୍ଛତା…

ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି 

ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…