ତାଜା ଖବର ରାଜନୀତି ରାଜ୍ୟ ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି October 12, 2025 Papirani ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…
ରାଜନୀତି ରାଜ୍ୟ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି October 11, 2025 Nirvay ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ October 11, 2025 Nirvay ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…
ତାଜା ଖବର ରାଜନୀତି ରାଜ୍ୟ କାଲି ରାଜ୍ୟ ବିଜେପି ଅଫିସରେ ଦିଆଯିବ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ October 8, 2025 Papirani କାଲି ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ । ଏହି ପ୍ରଶିକ୍ଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ ଓ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଯୋଗ ଦେବେ…
ରାଜନୀତି ରାଜ୍ୟ ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ପୀତବାସ ପଣ୍ଡା ମୃତ୍ୟୁ October 6, 2025 Nirvay ବ୍ରହ୍ମପୁରରେ ଗୁଳିମାଡ । ବ୍ରହ୍ମପୁର ସହରର ବ୍ରହ୍ମନଗର ଅଞ୍ଚଳରେ ବିଜେପି ନେତା ତଥା ବରିଷ୍ଠ ଆଇନ୍ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି ପ୍ରାୟ ୧୦ଟା ସମୟରେ ବାଇକ୍ରେ ଆସି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ September 25, 2025 Papirani ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି । ପୂର୍ବରୁ…
ରାଜନୀତି ରାଜ୍ୟ ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ September 23, 2025 Nirvay ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…
ତାଜା ଖବର ରାଜ୍ୟ ନୂଆ ପିଢ଼ି ଏବଂ ବିକଶିତ ଭାରତର ସ୍ରଷ୍ଟାଙ୍କ ପାଇଁ ଉପହାର ‘ଜିଏସଟି ସୁଧାର’: ମନମୋହନ ସାମଲ September 22, 2025 Papirani ଆଜି ହେଉଛି ପବିତ୍ର ନବରାତ୍ରର ପ୍ରଥମ ଦିନ । ଆଜିଠାରୁ ଓଡିଶା ତଥା ସମଗ୍ର ଦେଶରେ ନୂତନ ଜିଏସଟି ସୁଧାର ଲାଗୁ ହେବା ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ ବରଂ ଏହା ସାଧାରଣ ଜନତାଙ୍କର…
ରାଜନୀତି ରାଜ୍ୟ ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି September 18, 2025 Nirvay ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…
ରାଜନୀତି ରାଜ୍ୟ ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି କହିଛନ୍ତି ତୋମାର September 13, 2025 Nirvay ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା । ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି ବୋଲି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…