Tag: BJP

ବିଜେଡି ଛାଡ଼ି ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ଯାଇ ସାମିଲ ହେବେ ପାଟ୍ଟଶାଣୀ । ଦୀର୍ଘ ବର୍ଷ ଧରି ବିଜେଡିରେ ଥିଲେ…

ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ

ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍

ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ନିକଟରେ ଅନ୍ତରୀଣ ଜାମିନ ଜାପାଇଁ ସେ ଆବେଦନ କରିଥିଲେ। ଶପଥ ଗ୍ରହଣ,…

ନବୀନ ହିଁ ମୁଖ୍ୟ ଦୋଷୀ: ଜୟନାରାୟଣ ମିଶ୍ର

ଓଡ଼ିଶାରେ ବିଜେପି ସରକାର ଗଢ଼ିବାକୁ ଯାଉଛି ଯାଉଥିବା ବେଳେ ଆଜି ରାଜ୍ୟରେ ବିଜେପିର ବିପୁଳ ବିଜୟ ପରେ ସମ୍ବଲପୁରର ବିଜୟୀ ବିଜେପି ପ୍ରାର୍ଥୀ ଜୟନାରାୟଣ ମିଶ୍ର ଏକ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ଲୋକେ ବିକଳ୍ପ ଖୋଜୁଥିଲେ। ନିର୍ଦ୍ଦିଷ୍ଟ ରଣନୀତି କରି ବିଜେଡିକୁ…

ଆଜି ଦିଲ୍ଲୀ ଯିବେ ଓଡ଼ିଶାର ୨୦ ବିଜେପି ସାଂସଦ

ଦିଲ୍ଲୀରୁ ଆସିଲା ଡାକରା । ଆଜି ଦିଲ୍ଲୀ ଯିବେ ଓଡ଼ିଶାର ୨୦ ବିଜେପି ସାଂସଦ । ଆସନ୍ତାକାଲି ଦଳର ସଂସଦୀୟ ବୋର୍ଡ ବୈଠକ ବସିବାକୁ ଯାଉଛି । ଦେଶରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଏହା ହେଉଛି ‘ଭାରତୀୟ ଜନତା…

ଏନ୍‌ଡିଏ ର ନେତା ନିର୍ବାଚିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି ସରକାର ୩.୦ ପାଇଁ…

BSKY କାର୍ଡ ଉପରେ କୌଣସି ଦ୍ୱନ୍ଦ୍ୱ ସୃଷ୍ଟି ନ କରି ଚିକିତ୍ସା କରାଯାଉ: ବିଜେପି

୨୦୨୪ ନିର୍ବାଚନରେ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ଏବଂ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ…

ପୁଣି ବିଜେପିକୁ ଫେରିଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

ଚଳିତବର୍ଷ ନିର୍ବାଚନରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଛନ୍ତି। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ପଛରେ ପକେଇ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ ଆଜି ବିଜେପିରେ ସାମିଲ ହୋଇଛନ୍ତି ।…

ମନମୋହନ ସାମଲଙ୍କ ବଡ଼ ବୟାନ; ଓଡ଼ିଶାରେ ବନ୍ଦ ହୋଇଯିବ ବିଏସକେୱାଇ ଯୋଜନା

ଓଡ଼ିଶାରେ ଚଳିତବର୍ଷ ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା । ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ ଓ…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ…