ରାଜନୀତି ରାଜ୍ୟ ପୁରୀରେ ମଠ ଭଙ୍ଗାଯିବା ଅଭିଯୋଗରେ ସଫେଇ ଦେଲେ ପାଣ୍ଡିଆନ May 16, 2024 Nirvay ପୁରୀ ପରିକ୍ରମା ପ୍ରକଳ୍ପ ଆଳରେ ମଠ ଭଙ୍ଗାଯିବା ନେଇ ବିଜେପି ଅଭିଯୋଗ କରିବା ପରେ ଆଜି ସଫେଇ ଦେଉଛନ୍ତି ପାଣ୍ଡିଆନ। ସୋସିଆଲ ମିଡିଆରେ ପାଣ୍ଡିଆନ ଏକ ଭିଡିଓ ଜାରି କରି କହିଛନ୍ତି, ପୁରୀ ପରିକ୍ରମା ପ୍ରକଳ୍ପ ସମୟରେ ଐତିହାସିକ ମଠ ଓ…
ତାଜା ଖବର ରାଜନୀତି ରାଜ୍ୟ ଗଞ୍ଜାମ ହିଂସା ନେଇ ବିଜେଡି ଉପରେ ବର୍ଷିଲେ ଧର୍ମେନ୍ଦ୍ର May 16, 2024 Papirani ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନ ହିଂସାରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହେବା ଘଟଣାରେ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଟ୍ୱଇଟ କରି କହିଛନ୍ତି ପ୍ରାକ୍ ନିର୍ବାଚନୀ ହିଂସାରେ ଆମର ଦଳର…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ସରକାର ଆସିଲେ ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ, ନବୀନ ନୁହେଁ : ଅପରାଜିତା May 16, 2024 Papirani ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି…
ରାଜନୀତି ରାଜ୍ୟ ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା May 16, 2024 Nirvay ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱରରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରୋଡ ସୋ’ May 16, 2024 Papirani ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢୁଛି ରାଜନୈତିକ ଉଷ୍ମତା । ଏଥିପାଇଁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦଳର ଶୀର୍ଷ ନେତା । ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଭୁବନେଶ୍ୱରରେ ନଡ୍ଡା ଓ ନବୀନଙ୍କ ରୋଡ ସୋ May 16, 2024 Papirani ଆଜି ସକାଳେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ରେ କମ୍ପିବ ଭୁବନେଶ୍ୱର । ପ୍ରଚାର ଓ ରୋଡ ସୋରେ ଆଜି କମ୍ପିବ ରାଜଧାନୀ । କିଛି ସମୟ ପରେ ନଡ୍ଡା ମାଉସୀ ମା’ ମନ୍ଦିର ଠାରୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ଛାଡ଼ିଲେ ରମା ରଞ୍ଜନ ବଳିଆର ସିଂହ May 16, 2024 Papirani ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପିର ମୁଖପାତ୍ର ରମା ରଞ୍ଜନ ବଳିଆର ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ ଦେଇଥିବା ସୂଚନା । ୨୫ ତାରିଖରେ ସତ୍ୟବାଦୀରେ ଭୋଟ୍ ଗ୍ରହଣହେବାକୁ ଥିବା ବେଳେ ତାର…
ରାଜନୀତି ରାଜ୍ୟ ଖଲ୍ଲିକୋଟରେ ରାଜନୈତିକ ହିଂସା, ଚାଲିଗଲା ଜଣଙ୍କ ଜୀବନ May 16, 2024 Nirvay ରାଜନୈତିକ ହିଂସାର କରୁଣ ପରିଣିତି ଚାଲିଗଲା ଜଣଙ୍କ ଜୀବନ।ଖଲ୍ଲିକୋଟରେ ରାଜନୈତିକ ହିଂସାରେ ଗୁରୁତର ଆହତ ହୋଇଥିବା ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଶ୍ରୀକୃଷ୍ଣଶରଣପୁର ଗାଁରେ ପୋଷ୍ଟର…
ତାଜା ଖବର ରାଜନୀତି ରାଜ୍ୟ ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା May 15, 2024 Papirani ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା ଦେଖିବାକୁ ମିଳିଛି । ହନୁମାନ ମନ୍ଦିର ନିକଟରେ ଖଣ୍ଡା ଧରି ସଂଘବଦ୍ଧ ଆକ୍ରମଣ ।ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ…
ଦେଶ ରାଜନୀତି ରାଜ୍ୟ ପ୍ରଚାର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ May 15, 2024 Nirvay ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ୧୬ ଏବଂ ୧୭ ତାରିଖରେ ସେ ଓଡ଼ିଶାରେ ମାରାଥନ ପ୍ରଚାର କରିବେ। ୨ ଦିନରେ ମୋଟ ୯ଟି ସ୍ଥାନରେ ସଭା କରିବେ ଆସାମ ମୁଖ୍ୟମନ୍ତ୍ରୀ ବୋଲି ଜଣା ପଡିଛି। ୧୬…