ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ May 23, 2024 Papirani ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…
ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ବନ୍ଧକ ପରିସ୍ଥିତିରେ: ହିମନ୍ତ ବିଶ୍ୱ ଶର୍ମା May 23, 2024 Nirvay ଆଜି ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପ୍ରଥମେ ମା’ ସମଲେଇଙ୍କ ଦର୍ଶନ ପରେ ବିଜେଡି ଉପରେ ବର୍ଷିଛନ୍ତି ହିମନ୍ତ ବିଶ୍ବଶର୍ମା। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି କହିଲେ ବିଶ୍ବଶର୍ମା। ଏଠି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା May 23, 2024 Papirani ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…
ରାଜନୀତି ରାଜ୍ୟ ଓଡ଼ିଶାରେ ବିଜେପି ସରକାର ହେବ:ଅରୁଣ ଗୋଭିଲ୍ May 22, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ନେତା ତଥା ରାମାୟଣ ଧାରାବାହିକର ରାମ ଅରୁଣ ଗୋଭିଲ୍। ସେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇ କେନ୍ଦୁଝର ଯାଇଛନ୍ତି ପ୍ରଚାର ପାଇଁ। ଚମ୍ପୁଆ ଓ ତେଲକୋଇରେ ଆୟୋଜିତ ଜନସଭାରେ ଯୋଗଦେବା ସହ କହିଛନ୍ତି। ଓଡ଼ିଶାରେ ଲୋକଙ୍କ…
ତାଜା ଖବର ରାଜନୀତି ରାଜ୍ୟ ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡ଼ିଶା ଏକ ନମ୍ବର: ବିଜେପି May 22, 2024 Papirani ସାମ୍ବାଦିକ ସମ୍ମିଳନୀ କରି ବିକାଶ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ । ସେ କହିଛନ୍ତି କହିଲେ ‘ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡିଶା ଏକ ନମ୍ବର। ନବୀନ ପଟ୍ଟନାୟକ ଏକ ନମ୍ବର।…
ରାଜନୀତି ରାଜ୍ୟ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ରୋଡ ସୋ’ May 22, 2024 Nirvay ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ପ୍ରଚାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗୁଛନ୍ତି ଭୋଟ। ପ୍ରଥମେ ସମ୍ବଲପୁର ଭୂତପଡ଼ା ଠାରୁ ସୁନାପାଲୀ ଯାଏ କରିଛନ୍ତି ରୋଡ୍ ସୋ । ଏହା ପରେ କ୍ଷେତରାଜପୁର ଗୁଜରାଟୀ ସମାଜ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ May 22, 2024 Papirani ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ବେଳେ ହିଂସା ଏବଂ ବିଶୃଙ୍ଖଳାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ବିଜେପି May 22, 2024 Papirani ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଅଧିକାଂଶ ସ୍ଥାନରେ ହିଂସା ଏବଂ ବିଶୃଙ୍ଖଳା ଅଭିଯୋଗକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି । ଦଳ ଦାବି କରିଛି ଲୋଇସିଂହା ୧୦୮ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିସର ଏକାଧିକ ବୟସ୍କ…
ତାଜା ଖବର ରାଜନୀତି ରାଜ୍ୟ ତାମିଲ କଣ୍ଢେଇନଚାଳି ନବୀନଙ୍କ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରୁଛି: ବୈଜୟନ୍ତ ପଣ୍ଡା May 21, 2024 Papirani ପୁଣି ନବୀନଙ୍କ ମିଛ ଭିଡିଓ ଅଭିଯୋଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯେଉଁ ଭିଡିଓ ଜାରି କରୁଛି ତାକୁ ଡିପଫେକ ଭିଡିଓ ବୋଲି ସନ୍ଦେହ ପ୍ରକାଶ କରୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସଂପୃକ୍ତ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନବୀନ ବାବୁ ବୁଢ଼ା ହୋଇଗଲେଣି, ତାଙ୍କୁ ରିଟାୟାର୍ଡ କରନ୍ତୁ: ଅମିତ ଶାହ May 21, 2024 Papirani ଢେଙ୍କାନାଳ ପରଜଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହା ବିଜେଡି ସରକାରକୁ ଟାର୍ଗେଟ କରି କହିଛନ୍ତି, ନବୀନ ବାବୁ ବୁଢା ହୋଇଗଲେଣି, ତେଣୁ ତାଙ୍କୁ ରିଟାୟାର୍ଡ କରନ୍ତୁ । ଓଡ଼ିଶାରେ ତାମିଲ ବାବୁ ଶାସନ କରିପାରିବେ କି? କିନ୍ତୁ ତାମିଲ ବାବୁଙ୍କୁ ନବୀନ ବାବୁ…