Tag: BJP

ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ, କାଲି ହେବ କଟକରେ ରୋଡ୍ ସୋ

ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି କଟକରେ ରୋଡ୍‌ ସୋ’ କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୫ଟା ୩୦ରେ କଟକରେ ରୋଡ୍ ସୋ’ ନେଇ କଟକ ନଗର ସଭାପତିଙ୍କ ସୂଚନା । ଗୋପବନ୍ଧୁ ପାର୍କରୁ…

ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାରଣାସୀରୁ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ନାମାଙ୍କନ କରିବେ ମୋଦି ।ତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ବିଶାଳ ରାଲିରେ ଯାଇ ନାମାଙ୍କନ ଭରିବେ । ପ୍ରାର୍ଥୀପତ୍ର…

ଆହତ ପ୍ରଦୀପ ପାଣିଗ୍ରାହୀଙ୍କୁ ଏମ୍ସ ସ୍ଥାନାନ୍ତର

ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍‌ ସ୍ଥାନାନ୍ତର କରାଯାଇଛି। ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଛି । ଏବେ ସେ ଏମକେସିଜି ହସ୍ପିଟାଲରେ…

ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ଶୃଙ୍ଖଳିତ ଓ ନିରପେକ୍ଷ ରୁହନ୍ତୁ : ବିଜେପି

ଆଜି ଓଡିଶାର ୪ଟି ଲୋକସଭା ସହ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଛି । ଚଳିତ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୯୬ ପ୍ରତିଶତ ମତଦାନ ହୋଇଛି। ଏହା ନିଶ୍ଚିତ ରୂପେ ରାଜ୍ୟରେ ବିଜେପି ସପକ୍ଷରେ ପରିବର୍ତନର…

ହାତାହାତି ହେଲେ ବିଜେପି ଓ ସ୍ବାଧୀନ ବିଧାୟକ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ଶିବଶଙ୍କର ଦାସ

ଆଜି ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହିଂସା ଉପୁଜିଥିବାର ଦେଖାଦେଇଛି । ବ୍ରହ୍ମପୁରରେ ଦୁଇ ପ୍ରାର୍ଥୀ ତଥା ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ବାଧୀନ…

ଓଡ଼ିଶାରେ ୧୭ ଲୋକସଭା ଆସନ ହାତେଇବ ବିଜେପି: ଅମିତ ଶାହା

ଓଡ଼ିଶା ଦଖଲ ନେଇ ପୁଣି ବଡ଼ ବୟାନ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହା । ସେ କହିଛନ୍ତି ଯେ ଓଡ଼ିଶାରେ ବିଜେପି ୧୭ଟି ଲୋକସଭା ଆସନ ଜିତିବ ଓ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ…

ଝରିଗାଁ ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ନିର୍ବାଚନ ସମୟରେ ଝରିଗାଁର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଝରୀଗାଁ ଦେଉଳକଣା ୨୦୪ ନମ୍ବର ବୁଥଠାରେ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ କିଛି ବିଜେଡି କର୍ମୀ ଚାରିଆଡୁ ଘେରିଯାଇ ଆକ୍ରମଣ କରିଥିଲେ । ତେବେ…

ବିଜେପିର ପ୍ରଶ୍ନରେ ଘାଇଲା ବିଜେଡି

ବିଜେଡିକୁ ବିଜେପିର ପଞ୍ଚମୁଖୀ ଆକ୍ରମଣ। ବିଜେପି ପକ୍ଷରୁ ଭୁବନେଶ୍ବରର ଏକ ହୋଟେଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ମନମୋହନ ସାମଲ ଏକା ସଙ୍ଗେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।…

ଓଡ଼ିଶାବାସୀଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ମତଦାନ ହେବ। ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଭୋଟ୍ ଗ୍ରହଣ ହେବ। ନିର୍ଦ୍ଧାରଣ ହେବ ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ। ୭ ହଜାର ୩୦୩…

ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା,ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁରରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ୩ ତାରିଖରେ ଘଟଣା ଘଟିଥିବା ବେଳେ ମେ ୫ ତାରିଖ ପୀଡିତାଙ୍କ ଅଭିଯୋଗ ପରେ ରୁଜୁ ହୋଉଥିଲା ମାମଲା , ମେ ୭…