Tag: BJP

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ

ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ । ରମା ଓ ତାଙ୍କ ସମର୍ଥକଙ୍କୁ…

ସୋମବାର ପୁରୀରେ ବିଶାଳ ରୋଡ୍‌ ଶୋ କରିବେ ପ୍ରଧାନମନ୍ତ୍ରୀ

ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ଟାର୍ଗେଟରେ ଓଡ଼ିଶା । ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନ ବିଜେପି କେନ୍ଦ୍ର ନେତାଙ୍କ ଓଡ଼ିଶା ଘନଘନ ଗସ୍ତ ରାଜନୀତିକୁ ଆହୁରି ସରଗରମ କରୁଛି । ନିର୍ବାଚନ ପ୍ରଚାର ମଧ୍ୟରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି। ପୁରୀ…

ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର:ନଡ୍ଡା

ଆଜି ଅପରାହ୍ନରେ ପ୍ରଚାର ପାଇଁ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏଠାରେ ଜନସଭାରେ ଉଦବୋଧନ ଦେଇ ନବୀନଙ୍କୁ ଟାର୍ଗେଟ କରିଛନ୍ତି ନଡ୍ଡା। କହିଲେ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର । ଓଡ଼ିଶା ଲୋକ ଜଣେ ମୁଖ୍ୟମନ୍ତ୍ରୀ…

ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ

ନିଜକୁ ଅସୁରକ୍ଷିତ ମଣୁଛନ୍ତି ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି।…

ପୁରୀରେ ମଠ ଭଙ୍ଗାଯିବା ଅଭିଯୋଗରେ ସଫେଇ ଦେଲେ ପାଣ୍ଡିଆନ

ପୁରୀ ପରିକ୍ରମା ପ୍ରକଳ୍ପ ଆଳରେ ମଠ ଭଙ୍ଗାଯିବା ନେଇ ବିଜେପି ଅଭିଯୋଗ କରିବା ପରେ ଆଜି ସଫେଇ ଦେଉଛନ୍ତି ପାଣ୍ଡିଆନ। ସୋସିଆଲ ମିଡିଆରେ ପାଣ୍ଡିଆନ ଏକ ଭିଡିଓ ଜାରି କରି କହିଛନ୍ତି, ପୁରୀ ପରିକ୍ରମା ପ୍ରକଳ୍ପ ସମୟରେ ଐତିହାସିକ ମଠ ଓ…

ଗଞ୍ଜାମ ହିଂସା ନେଇ ବିଜେଡି ଉପରେ ବର୍ଷିଲେ ଧର୍ମେନ୍ଦ୍ର

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନ ହିଂସାରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହେବା ଘଟଣାରେ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଟ୍ୱଇଟ କରି କହିଛନ୍ତି ପ୍ରାକ୍ ନିର୍ବାଚନୀ ହିଂସାରେ ଆମର ଦଳର…

ବିଜେଡି ସରକାର ଆସିଲେ ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ, ନବୀନ ନୁହେଁ : ଅପରାଜିତା

ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି…

ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…

ଭୁବନେଶ୍ୱରରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରୋଡ ସୋ’

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢୁଛି ରାଜନୈତିକ ଉଷ୍ମତା । ଏଥିପାଇଁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦଳର ଶୀର୍ଷ ନେତା । ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…

ଆଜି ଭୁବନେଶ୍ୱରରେ ନଡ୍ଡା ଓ ନବୀନଙ୍କ ରୋଡ ସୋ

ଆଜି ସକାଳେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ରେ କମ୍ପିବ ଭୁବନେଶ୍ୱର । ପ୍ରଚାର ଓ ରୋଡ ସୋରେ ଆଜି କମ୍ପିବ ରାଜଧାନୀ । କିଛି ସମୟ ପରେ ନଡ୍ଡା ମାଉସୀ ମା’ ମନ୍ଦିର ଠାରୁ…