Tag: BJP

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସଂଧ୍ୟାରେ ଜନତା ମଇଦାନରେ ହେବାକୁଥିବା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାପରେ ଓଡିଶାରେ ପହଞ୍ଚିଛନ୍ତି…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ କରିବାକୁ ଦାବି

ଆଜି ବସିଥିବା ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ…

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି। ଆଜି ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି।…

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ

ଓଡ଼ିଶାରେ ଭାଜପାର ପ୍ରଥମ ଓ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଆଜି ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ…

ମହାପ୍ରଭୁଙ୍କୁ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣ ଦେବା ପାଇଁ ପୁରୀ ଗସ୍ତରେ ବିଜେପିର ବିଧାୟକ

ଆସନ୍ତାକାଲି ଶପଥ ନେବକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ଗତକାଲି ହେବାକୁଥିବା ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆଜି ଭାଜପା ଦଳ ବିଧାୟକମାନେ…

ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ଦିଆଗଲା ନିମନ୍ତ୍ରଣ

ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହି ଶପଥ ସମାରୋହରେ ଯୋଗ ଦେବା ପାଇଁ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ, ଏସ୍. ଜୟଶଙ୍କର ଓ ସୁରେଶ ଗୋପୀ

ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…

ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…

ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ: ମନମୋହନ

ଓଡ଼ିଶାରେ ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ମନମୋହନ କହିଛନ୍ତି, ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ତାହା ପରେ ସବୁ ସ୍ପଷ୍ଟ ହୋଇଯିବ। ୧୧ ତାରିଖରେ ବିଧାୟକ ଦଳ…

ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ହେବ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ

ରାଜ୍ୟର ୨୫ବର୍ଷର କଳା ଶାସନର ଅନ୍ତ ଘଟାଇ ପ୍ରଥମ କରି ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଓଡ଼ିଶାରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାରୀ,…