Tag: BJP

ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ

ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…

ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ- ପ୍ରଦୀପ ମାଝୀ

ବିଜେଡିର ଶୋଚନୀୟ ପରାଜୟକୁ ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ମାଝୀ । ସେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ସାକ୍ଷାତକାରରେ କହିଛନ୍ତି ଆମେ ଯେପରି ଲଢ଼ିଥିଲୁ ଆଶାତୀତ ନଥିଲା । ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ । ନବୀନଙ୍କୁ କାଉଣ୍ଟର…

ବିଜେପିରେ ସାମିଲ ହେବେ ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ

ବିଜେପିରେ ସାମିଲ ହେବେ ଆଉ ଜଣେ ସ୍ୱାଧିନ ବିଧାୟକ । ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ ବିଜୟ କୁମାର ଦଳବେହେରା ବିଜେପିରେ ସାମିଲ ହେବାକୁ ଯାଉଛନ୍ତି । ସେ ଆଗରୁ ବିଜେପିରେ ଥିଲେ କିନ୍ତୁ ଟିକେଟ ନ ମିଳିବାରୁ ସ୍ବାଧୀନରେ ନିର୍ବାଚନ…

ବିଜେପି ଜିତିବା ପରେ ଆଙ୍ଗୁଠି କାଟି ଦେବୀଙ୍କୁ ଅର୍ପଣ କଲେ ଯୁବକ

ଛତିଶଗଡର ବଳରାମପୁରରେ ଘଟିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା। ଯୁବକଜଣକ ଜଣେ ବିଜେପି ସମର୍ଥକ ହୋଇଥିବା ବେଳେ ଦଳର ବିଜୟ ପାଇଁ ମାନସିକ କରିଥିଲେ ଏବଂ ଏହା ପୂରଣ ହେବା ପରେ ସେ ମନ୍ଦିରକୁ ଯାଇ ଦେବୀଙ୍କୁ ଆଙ୍ଗୁଠି କାଟି ଅର୍ପଣ କରିଥିଲେ…

ବିଜେଡି ଛାଡ଼ି ବିଜେପିରେ ମିଶିବେ ପ୍ରସନ୍ନ ପାଟ୍ଟଶାଣୀ

ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ। ବିଜେପିରେ ସାମିଲ ହେବେ ପ୍ରସନ୍ନ ପାଟ୍ଟଶାଣୀ। ଶଙ୍ଖ ଛାଡି ପଦ୍ମ ଧରିବେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟ ଯାଇ ସାମିଲ ହେବେ ପାଟ୍ଟଶାଣୀ । ଦୀର୍ଘ ବର୍ଷ ଧରି ବିଜେଡିରେ ଥିଲେ…

ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ

ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍

ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ନିକଟରେ ଅନ୍ତରୀଣ ଜାମିନ ଜାପାଇଁ ସେ ଆବେଦନ କରିଥିଲେ। ଶପଥ ଗ୍ରହଣ,…

ନବୀନ ହିଁ ମୁଖ୍ୟ ଦୋଷୀ: ଜୟନାରାୟଣ ମିଶ୍ର

ଓଡ଼ିଶାରେ ବିଜେପି ସରକାର ଗଢ଼ିବାକୁ ଯାଉଛି ଯାଉଥିବା ବେଳେ ଆଜି ରାଜ୍ୟରେ ବିଜେପିର ବିପୁଳ ବିଜୟ ପରେ ସମ୍ବଲପୁରର ବିଜୟୀ ବିଜେପି ପ୍ରାର୍ଥୀ ଜୟନାରାୟଣ ମିଶ୍ର ଏକ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ଲୋକେ ବିକଳ୍ପ ଖୋଜୁଥିଲେ। ନିର୍ଦ୍ଦିଷ୍ଟ ରଣନୀତି କରି ବିଜେଡିକୁ…

ଆଜି ଦିଲ୍ଲୀ ଯିବେ ଓଡ଼ିଶାର ୨୦ ବିଜେପି ସାଂସଦ

ଦିଲ୍ଲୀରୁ ଆସିଲା ଡାକରା । ଆଜି ଦିଲ୍ଲୀ ଯିବେ ଓଡ଼ିଶାର ୨୦ ବିଜେପି ସାଂସଦ । ଆସନ୍ତାକାଲି ଦଳର ସଂସଦୀୟ ବୋର୍ଡ ବୈଠକ ବସିବାକୁ ଯାଉଛି । ଦେଶରେ ସାଧାରଣ ନିର୍ବାଚନ ଶେଷ ହେବା ପରେ ଏହା ହେଉଛି ‘ଭାରତୀୟ ଜନତା…