Tag: BJP

ମିଛ ଆଉ ଗୁଜବକୁ ଘୃଣା କରୁଥିବା ମୁଖ୍ୟମନ୍ତ୍ରୀ ନିଜେ ବଡ଼ ମିଛୁଆ ଓ ଗୁଜବକାରୀ: ଦେବାଶିଷ ନାୟକ

‘ଓଡିଶାରେ ସର୍ବାଧିକ ବେରୋଜଗାରୀ ବା ବେକାର ଯୁବକ । ନା ନିଯୁକ୍ତି ଅଛି ନା ନିଯୁକ୍ତି ପାଇଁ ତାଲିମ ବ୍ୟବସ୍ଥା ଅଛି । ମୁଖ୍ୟମନ୍ତ୍ରୀ ଭାବେ ଦାୟୀତ୍ୱ ନେବା ସମୟରେ ଓଡିଶାର ସ୍ଥିତି ଯାହା ଥିଲା, ୨୪ ବର୍ଷର ଶାସନ ପରେ…

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରିୟଦର୍ଶୀ ମିଶ୍ର

ଶାସକ ବିଜୁ ଜନତା ଦଳକୁ ଲାଗିଛି ଏକ ଶକ୍ତ ଝଟକା । ପୂର୍ବତନ ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର ଓ ପୂର୍ବତନ କୋରେଇ ବିଧାୟକ ଆକାଶ ଦାସ ନାୟକ ଆଜି ଦଳ ପରିତ୍ୟାଗ କରିଛନ୍ତି । ପ୍ରିୟଦର୍ଶୀ ମିଶ୍ର ଆଜି…

ମିଥ୍ୟା ପ୍ରଗତିର ଅଭିନବ ପ୍ରଚାରକ ନବୀନ ସରକାର: ସଜ୍ଜନ ଶର୍ମା

ଭୁବନେଶ୍ୱର : ରାଜସ୍ୱ ବଳକା ରାଜ୍ୟର ଡିଣ୍ଡିମ ପିଟୁଥିବା ନବୀନ ଶାସନରେ ଓଡ଼ିଶାର ଶ୍ରମିକ ଅନ୍ୟାନ୍ୟ ରାଜ୍ୟ ତୁଳନାରେ ସର୍ବନିମ୍ନ ମଜୁରୀ ପାଇବାକୁ କାହିଁକି ବାଧ୍ୟ ହେଉଛି? ଗୋଆ ଭଳି ଛୋଟିଆ ରାଜ୍ୟର ଶ୍ରମିକ ଦୈନିକ ୩୫୭ଟଙ୍କା ମଜୁରୀ ପାଉଥିବାବେଳେ ଓଡ଼ିଆ…

ମୋଦୀ ଗ୍ୟାରେଂଟି ସଫଳ, ନବୀନଙ୍କ ଯୋଜନାର ଗ୍ୟାରେଂଟି ନାହିଁ : ଅନିଲ ବିଶ୍ୱାଳ

ଭୁବନେଶ୍ୱର: ମୋଦୀ ଗ୍ୟାରେଂଟି ପାଇଁ ଆଜି ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତନ ଆସିଛି । ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ ଯୋଜନା…

ବିଜେପି ଛାଡ଼ିଲେ ସୁକାନ୍ତ ନାୟକ

ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି…

ବିଜେପିକୁ ଝଟକା; ଦଳ ଛାଡ଼ିଲେ ପ୍ରକାଶ ବେହେରା

ବିଜେପି ଛାଡ଼ିଲେ ପ୍ରକାଶ ବେହେରା । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରକାଶ । ଏନେଇ ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ଏହି ଇସ୍ତଫାପତ୍ରରେ କୌଣସି ଅସନ୍ତୋଷ…

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି, ଦମୟନ୍ତୀ ଓ ସିଦ୍ଧାନ୍ତ

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର ଓ ଦମୟନ୍ତୀ ବେଶ୍ରା। ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି ଓ ସିଦ୍ଧାନ୍ତ । ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା…

ପଦ୍ମ ଧରିଲେ ବିଲ୍‌ଡର ପୀୟୂଷ ମହାନ୍ତି

ସାଧାରଣ ନିର୍ବାଚନ ଆସୁଥିବାବେଳେ ଅନେକ ନେତା ଦଳ ବଦଲାଉଛନ୍ତି। ସେହିଭଳି ଆଜି ବିଜେପିରେ ଯୋଗଦେଲେ ବିଲ୍‌ଡର ପୀୟୂଷ ମହାନ୍ତି। ଆଜି ବିଜେପି ରାଜ୍ୟ ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି ପୀୟୂଷ। ସୂଚନା ଅନୁଯାୟୀ ମିଶ୍ରଣ ପର୍ବରେ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶ ସମେତ ରାଜ୍ୟରେ ମଧ୍ୟ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି । ତା ପରେ ବି ଶାସକ ବିଜୁ ଜନତା ଦଳ ସରକାରୀ…

ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କେନ୍ଦ୍ର…