Tag: BJP

ମୋଦୀଙ୍କ ରୋଡ ଶୋ’ ପାଇଁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି

ମୋଦୀଙ୍କ ରୋଡ ଶୋ’ ପାଇଁ ଜାରିହେଲା ଟ୍ରାଫିକ ନିର୍ଦ୍ଦେଶନାମା । ମୋଦୀଙ୍କ ରୋଡ ଶୋ’ ସମୟରେ ବନ୍ଦ ରହିବ ସମସ୍ତ ଯାନବାହାନ ଚଳାଚଳ। ଦିନ ୨ଟାଠାରୁ ଯାନବାହନ ଉପରେ କଟକଣା ଲଗାଯିବ । ୪ଟା ପରଠୁ କୌଣସି ଯାନବାହନ ଯିବା ଆସିବା…

ବିଜେପି ସରକାରକୁ ଆସିଲେ ମିଳିବ ସବୁ ସୁବିଧା: ଅପରାଜିତା ଷଡଙ୍ଗୀ

ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ସେ କହିଛନ୍ତି, ରାଜ୍ୟରୁ ଦାଦନ ଯାଉଥିବା ଲୋକଙ୍କ ସଂଖ୍ୟା ପ୍ରତିବର୍ଷ ବଢ଼ୁଛି । ୨୨ଟି ରାଜ୍ୟରେ ବେକାରୀ ସମସ୍ୟାରେ ଓଡିଶା ନମ୍ବର ୧ ରେ…

ଆସାମ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ ଓଡ଼ିଶା ସରକାର

ଆଜି ପ୍ରଚାରରେ ଆସି କାଲିମେଳାରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେଠି ସାଧାରଣ ସଭାରେ ଯୋଗଦେଇ ମୋଦି ସରକାରଙ୍କ ବିକାଶ ଯୋଜନା ବିଷୟରେ ଆଲୋକପାତ କରିବା ସହ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ମୋଦିଙ୍କ ସରକାର ଅଛି, ପୁଣି…

ଭଲ ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ, ଚୋର ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ ନାହିଁ: ନବୀନ ପଟ୍ଟନାୟକ

ଗୋପାଳପୁରରେ ବିରୋଧୀଙ୍କୁ ଟାର୍ଗେଟ୍ କଲେ ନବୀନ । କହିଲେ ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ । ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଯୋଡ଼ି ଶଙ୍ଖରେ ଭୋଟ…

ଦେଶୀ ମଦ ବ୍ୟାନ ହେବ, ଅନ୍ୟ ମଦ ବିକ୍ରି ନିୟନ୍ତ୍ରିତ ହେବ- ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼: ଦେବଗଡରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାରାଥନ ପ୍ରଚାର କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଓଡ଼ିଶାରେ ବିଜେପି ସରକାର ଆସିଲେ ରାଜ୍ୟରେ ଦେଶୀ ମଦକୁ ସମ୍ପୂର୍ଣ୍ଣ ଭାବେ ନିଶିଦ୍ଧ କରାଯିବ । କାରଣ ଦେଶୀ ମଦ କାରଣରୁ ଅଞ୍ଚଳର ମା’ ଭଉଣୀଙ୍କ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଭୁବନେଶ୍ଵର: ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ । ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛ। ତେବେ ଏହା ପୂର୍ବରୁ…

ବିଜେଡିକୁ ଜିତାଇବା ପାଇଁ ନିଜର ହିତାହିତ ଜ୍ଞାନ ହରାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଗୁମାସ୍ତା: ବିଜେପି

ଭୁବନେଶ୍ୱର, ତା.୦୮/୦୫: ସଠିକ୍ ଖବର ନରଖି ନିର୍ବାଚନ ପ୍ରଚାର କରିବା ମୁର୍ଖାମୀ । ବିଜେଡି ଦଳକୁ ଜିତାଇବା ପାଇଁ ନିଜର ହିତାହିତ ଜ୍ଞାନ ହରାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଗୁମାସ୍ତା । ମୁଖ୍ୟମନ୍ତ୍ରୀଙ୍କ ଗୁମାସ୍ତା ବିଜେଡିର ଷ୍ଟାର କ୍ୟାମ୍ପନର ଲିଷ୍ଟର ୨ନମ୍ବର ସ୍ଥାନରେ ଅଛନ୍ତି…

ବିଜେପି ଲିଙ୍କରେ ବିଜେଡିର ବହୁତ ନେତା!

ବିଜେଡି ନେତା ପାଣ୍ଡିଆନଙ୍କ ମନ୍ତବ୍ୟକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ସେ କହିଛନ୍ତି ବିଜେଡିରେ ସମସ୍ତେ ତ କ୍ରୀତଦାସ ନୁହନ୍ତି ନା, ଅନେକ ଏକନାଥ ସିନ୍ଦେ ବି ଅଛନ୍ତି। ଆଉ ଏମାନେ…

ବିଜେଡିକୁ ଟାର୍ଗେଟ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବିଜେଡିକୁ ଟାର୍ଗେଟ୍ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ଆଜି କୋରାପୁଟ ଜିଲ୍ଲା କୁନ୍ଦ୍ରାରେ ବିଜେପି ପାଇଁ ନିର୍ବାଚନ ପ୍ରଚାର କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ ବିଜେଡି ଆଦିବାସୀଙ୍କୁ କେବଳ ଭୋଟ…

ଓଡ଼ିଶାରେ ଲୋକେ କହୁଛନ୍ତି ୨୧ରୁ ୨୧ ଆସନ ଜିତିବ ବିଜେପି : ରାଜନାଥ

ରାୟଗଡାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଜନସଭାକୁ ସମ୍ବୋଧିତ କରି ରାଜନାଥ କହିଛନ୍ତି, ଅନେକ ଥର ଓଡ଼ିଶା ଆସିଛି, କିନ୍ତୁ ଏଥର ମାହୋଲ ବଦଳିଲା ଭଳି । ଏଥର ୨୧ରୁ ୨୧ ଲୋକସଭା ସିଟ୍ ଜିତିବୁ ଓଡ଼ିଶାବାସୀ କହୁଛନ୍ତି ।…