Tag: BJP

ବିଜେପିରେ ଯୋଗ ଦେଲେ ରାଧିକା ଖେଡ଼ା ଓ ଶେଖର ସୁମନ

କଂଗ୍ରେସ ପ୍ରବକ୍ତା ରାଧିକା ଖେଡ଼ା ଆଜି ବିଜେପିର ହାତ ଧରିଛନ୍ତି । ଗତ ଦୁଇଦିନ ତଳେ ଅସମ୍ମାନିତ ହୋଇଥିବା ଅଭିଯୋଗ କରି କଂଗ୍ରେସରୁ ଇସ୍ତଫା ଦେଇଥିବା ରାଧିକା ମଧ୍ୟ ଆଜି ବିଜେପିରେ ସାମିଲ ହୋଇଇଛନ୍ତି। ଯୋଗ ଦେବା ପରେ ସେ ପାର୍ଟିକୁ…

୧୦ ରେ ମୋଦିଙ୍କ ରୋଡ୍‌ ସୋ

ଆସନ୍ତା ୧୦ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଗସ୍ତ ସମୟରେ ଓଡ଼ିଶାରେ ରୋଡ୍‌ ସୋ କରିବେ ମୋଦି। ୧୦ ତାରିଖ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ରୋଡ୍‌ ସୋ’ ହେବ।ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ ହେବ…

ମେ ୯ରେ ଓଡିଶା ଆସିବେ ନୀତିନ ଗଡ଼କରୀ ଓ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର ; ଆଗାମୀ ନିର୍ବାଚନ ପାଇଁ ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡ ଲାଗିଛି । ଆସନ୍ତା ୯ ତାରିଖରେ ବିଜେପିର ୨ ବରିଷ୍ଠ ନେତା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଆସିବେ । ହିମନ୍ତ…

ଆସନ୍ତାକାଲି ଓଡ଼ିଶା ଆସିବେ ରାଜନାଥ ସିଂ ଓ ବିଷ୍ଣୁଦେଓ ସାଏ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା।ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସିବେ; ଭବାନୀପାଟଣା, ରାୟଗଡ଼ାରେ, ନବରଙ୍ଗପୁର ଆସିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ନବରଙ୍ଗପୁର ର ତିନୋଟି ସ୍ଥାନରେ ସଭା କରିବେ।…

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାରଙ୍କୁ ଟାର୍ଗେଟ କରି ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ କେମିତି ପ୍ରଚାର କରୁଛନ୍ତି ତାହା ଓଡ଼ିଶାବାସୀ ଦେଖୁଛନ୍ତି ।ଓଡ଼ିଶାରେ ନିର୍ବାଚନ ନାଚଗୀତ, ମେଲୋଡି ଜରିଆରେ ପ୍ରଚାର କରୁଛନ୍ତି । ଓଡ଼ିଶାରେ ନିର୍ବାଚନ ପ୍ରଚାରକୁ ହାଲୁକା ଭାବେ ନେଉଛି…

ଆଜି ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଆଜି ସକାଳୁ ସକାଳୁ କଡା ସୁରକ୍ଷା ବଳୟରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କିଛି ଦୂରରୁ ବୁଥକୁ ଚାଲି ଚାଲି ଆସିଥିଲେ…

ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି

ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…

ଦିନରେ ସ୍ବପ୍ନ ଦେଖୁଛି ବିଜେପି!

ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…

ଓଡ଼ିଶାର ପୁଅ କି ଝିଅ ହିଁ ହେବେ ବିଜେପିର ମୁଖ୍ୟମନ୍ତ୍ରୀ: ମୋଦୀ

ନବରଙ୍ଗପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ନବରଙ୍ଗପୁରର ଅଧିଷ୍ଠାତ୍ରୀଙ୍କ ଆଶୀର୍ବାଦ ନେଇ ପ୍ରଧାନମନ୍ତ୍ରୀ କହିଲେ ଆପଣଙ୍କ କଷ୍ଟ ବୃଥା ଯିବନି। ମଞ୍ଚରେ ବିଜେପି ସମର୍ଥିତ ସବୁ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କ ହାତ ଧରି ସାହାସ ଦେଲେ ମୋଦି।…

ଓଡ଼ିଶାରେ ୧୦ ଜୁନରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବ: ନରେନ୍ଦ୍ର ମୋଦି

ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରି କହିଲେ । କାଲି ମୁଁ ଅଯୋଧ୍ୟାରେ ଥିଲି, ଆଜି ମୁଁ ମହାପ୍ରଭୁଙ୍କୁ ଭୂମିରେ ଅଛି । ଆଜି ମୁଁ ଆପଣଙ୍କ…