Tag: BJP

୪୮ ଘଣ୍ଟା ଭିତରେ ପ୍ରମାଣ ଦେଇପାରିଲେନି ମୁଖ୍ୟମନ୍ତ୍ରୀ: ଅପରାଜିତା

ଆଜି ସାମ୍ବାଦିକ ସମ୍ମିଳନୀ କରି ଅପରାଜିତା ଷଡଙ୍ଗୀ କହିଛନ୍ତି ଲିଙ୍ଗରାଜ ମନ୍ଦିର ବିକାଶକୁ ବିରୋଧ ପ୍ରସଙ୍ଗରେ ମିଛ କହୁଛନ୍ତି ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ କାମକୁ ବିରୋଧ କରୁଥିବା ନେଇ ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା…

ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ: ଜେପି ନଡ୍ଡା

ମୟୂରଭଞ୍ଜର କରଞ୍ଜିଆ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ କହିଛନ୍ତି ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ। ଏ ସରକାର ଆଉଟସୋର୍ସ ହୋଇଯାଇଛି ଏହାକୁ ହଟାଇବା…

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ

ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…

ନବୀନ ପଟ୍ଟନାୟକ ବନ୍ଧକ ପରିସ୍ଥିତିରେ: ହିମନ୍ତ ବିଶ୍ୱ ଶର୍ମା

ଆଜି ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପ୍ରଥମେ ମା’ ସମଲେଇଙ୍କ ଦର୍ଶନ ପରେ ବିଜେଡି ଉପରେ ବର୍ଷିଛନ୍ତି ହିମନ୍ତ ବିଶ୍ବଶର୍ମା। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି କହିଲେ ବିଶ୍ବଶର୍ମା। ଏଠି…

ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା

ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…

ଓଡ଼ିଶାରେ ବିଜେପି ସରକାର ହେବ:ଅରୁଣ ଗୋଭିଲ୍‌

ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ନେତା ତଥା ରାମାୟଣ ଧାରାବାହିକର ରାମ ଅରୁଣ ଗୋଭିଲ୍। ସେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇ କେନ୍ଦୁଝର ଯାଇଛନ୍ତି ପ୍ରଚାର ପାଇଁ। ଚମ୍ପୁଆ ଓ ତେଲକୋଇରେ ଆୟୋଜିତ ଜନସଭାରେ ଯୋଗଦେବା ସହ କହିଛନ୍ତି। ଓଡ଼ିଶାରେ ଲୋକଙ୍କ…

ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡ଼ିଶା ଏକ ନମ୍ବର: ବିଜେପି

ସାମ୍ବାଦିକ ସମ୍ମିଳନୀ କରି ବିକାଶ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ । ସେ କହିଛନ୍ତି କହିଲେ ‘ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡିଶା ଏକ ନମ୍ବର। ନବୀନ ପଟ୍ଟନାୟକ ଏକ ନମ୍ବର।…

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ରୋଡ ସୋ’

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ପ୍ରଚାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗୁଛନ୍ତି ଭୋଟ। ପ୍ରଥମେ ସମ୍ବଲପୁର ଭୂତପଡ଼ା ଠାରୁ ସୁନାପାଲୀ ଯାଏ କରିଛନ୍ତି ରୋଡ୍ ସୋ । ଏହା ପରେ କ୍ଷେତରାଜପୁର ଗୁଜରାଟୀ ସମାଜ…

ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…

ନିର୍ବାଚନ ବେଳେ ହିଂସା ଏବଂ ବିଶୃଙ୍ଖଳାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ବିଜେପି

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଅଧିକାଂଶ ସ୍ଥାନରେ ହିଂସା ଏବଂ ବିଶୃଙ୍ଖଳା ଅଭିଯୋଗକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି । ଦଳ ଦାବି କରିଛି ଲୋଇସିଂହା ୧୦୮ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିସର ଏକାଧିକ ବୟସ୍କ…