Tag: BJP

ନୀଳଗିରି ବିଜେପି ପ୍ରାର୍ଥୀ ହେଲେ ସନ୍ତୋଷ ଖଟୁଆ

ନୀଳଗିରି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଗତକାଲି ବିଜେଡି ଛାଡିଥିବା ନୀଳଗିରି ବିଧାୟକ ସନ୍ତୋଷ ଖଟୁଆକୁ ପ୍ରାର୍ଥୀ କରିଛି ବିଜେପି। ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ସନ୍ତୋଷଙ୍କ ନାମ ଘୋଷଣା କରିଛି। ଏହାକୁ ମିଶାଇ ବିଜେପି ସମସ୍ତ ୧୪୭…

ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ଅଭିନେତ୍ରୀ ଜିନା ସାମଲ

ଅଭିନେତ୍ରୀ ଜିନା ସାମଲ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ଦଳରେ ଅବହେଳିତ ଅଭିଯୋଗ କରି ରାଜ୍ୟ ଉପସଭାପତିଙ୍କୁ ପଠାଇଥିଲେ ଇସ୍ତଫା…

ବରୀରୁ ସ୍ଵାଧୀନ ଭାବରେ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ!

ନିର୍ବାଚନ ଲଢିବେ ବିଜେପି ନେତା ଦେବାଶିଷ ନାୟକ । ସେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆ ପୋଷ୍ଟରେ ଏନେଇ ସେ ସୂଚନା ଦେଇଛନ୍ତି । ଦେବାଶିଷ ନିଜ ପୋଷ୍ଟରେ ଲେଖିଛନ୍ତି ଯେ, ବରୀବାସୀ ମୋ…

ନାମାଙ୍କନ ଦାଖଲ କଲେ ଜୁଏଲ ଓରାମ

ନାମାଙ୍କନ ଦାଖଲ କଲେ ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ବିଜେପିର ଭେଟରାନ ଆଦିବାସୀ ନେତା ଜୁଏଲ ଓରାମ । ତାଙ୍କ ସହ ଦଳର ବିଧାନସଭା ପ୍ରାର୍ଥୀ ସୁନ୍ଦରଗଡ଼ର କୁସୁମ ଟେଟେ, ତଳସରାର ଭବାନୀ ଭୋଇ ଓ ରାଜଗାଙ୍ଗପୁରର ନରସିଂହ ମିଞ୍ଜ ପ୍ରାର୍ଥୀପତ୍ର…

ବିଜେଡିକୁ ଲାଗିଛି ବଡ଼ ଝଟକା : ଦଳ ଛାଡିଲେ ସନ୍ତୋଷ

ନୀଳଗିରି; ସବୁ ଅପେକ୍ଷାର ଅନ୍ତ ଘଟାଇ ବିଜେଡି ଆଜି ମଧ୍ୟାହ୍ନରେ ୩ଟି ଆସନ ପାଇଁ ତାର ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିଲା ।ଏଥିରେ ନୀଳଗିରି ବିଧାୟକ ପାର୍ଥୀ ଘୋଷଣା ହୋଇଛି । ହେଲେ ନିରାଶ ହୋଇଛନ୍ତି ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ…

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,…

ଆଶିଷ ସିଂ ବିରୋଧରେ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେପି

ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ମୁକ୍ତ ଓ ନିରପେକ୍ଷ ନିର୍ବାଚନକୁ ଦୃଷ୍ଟିରେ ରଖି ସର୍ବଭାରତୀୟ ପୋଲିସ ସେବା ଅଧିକାରୀ ଆଶିଷ ସିଂଙ୍କୁ କେନ୍ଦ୍ରୀୟ ରେଞ୍ଜ ଆଇଜି ପଦବୀରୁ ହଟାଇ ଦିଆଗଲା। ତଥାପି ତାଙ୍କ ଆଚରଣରେ ପରିବର୍ତ୍ତନ ପରିଲକ୍ଷିତ ହେଉ ନାହିଁ।…

ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ…

କୃଷି ଓ କୃଷକ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ ସାମଲ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କୃଷି ଓ କୃଷକ ସମସ୍ୟା ନେଇ ପ୍ରେସମିଟରେ ବର୍ଷିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତି ନେଇ…

ବିଜେପିରେ ମିଶିଲେ ଦୁଲାଲ ପ୍ରଧାନ ଓ ରାସେଶ୍ଵରୀ ପାଣିଗ୍ରାହୀଙ୍କ ହଜାର ହଜାର ସମର୍ଥକ

ସମ୍ବଲପୁରରେ ଶକ୍ତି ଗୋଟାଉଛି ବିଜେପି । କଂଗ୍ରେସ ଛାଡ଼ିବା ପରେ ଗତକାଲି ପଦ୍ମ ଧରିଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି…