Tag: BJP

ପଦ୍ମ ଧରିଲେ ଜ୍ୟୋତି ପାଣିଗ୍ରାହୀ

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ । ବିଜେଡିରୁ ଟିକେଟ୍ ନମିଳିବା ପରେ ସେ କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ । ଜ୍ୟୋତି ପାଣିଗ୍ରାହୀଙ୍କ ସହ ତାଙ୍କ ସ୍ୱାମୀ ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ…

ନିସର୍ତ୍ତ ସମର୍ଥନ ଦେଇ ମୋଦୀ ସରକାରଙ୍କଠୁ କ’ଣ ଆଣିଲେ ନବୀନ?

ବିଜୁ ଜନତା ଦଳ ଇସ୍ତାହାର କମିଟିର ପ୍ରଥମ ବୈଠକ ବସିସାରିଛି । ଭାଜପା ରବିବାର ଦିନ ପବିତ୍ର ବିଷୁବ ସଂକ୍ରାନ୍ତିରେ ତା’ର ସଂକଳ୍ପପତ୍ର ଜାରି କରିଛି । ଏବେ ସମସ୍ତଙ୍କର ଅପେକ୍ଷା ବିଜୁ ଜନତା ଦଳ ତା’ର ନିର୍ବାଚନ ଘୋଷଣାପତ୍ରରେ କ’ଣ…

ଆସିଲା ବିଜେପିର ସଂକଳ୍ପ ପତ୍ର; ୭୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ

ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହା ପୂର୍ବରୁ ଆଜି ଜାରି ହୋଇଛି ବିଜେପିର ସଂକଳ୍ପ ପତ୍ର । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ମୋଦି କୀ ଗ୍ୟାରେଣ୍ଟି ୨୦୨୪’ ନାଁରେ…

କଟକ-ବାରବାଟୀରେ ଭାଜପା କେଁ

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏକଦା କହିଥିଲେ ଯେ, ଫୁଟବଲ ଖେଳରେ ଶେଷ ୫ ମିନିଟରେ ବହୁତ କିଛି ଘଟିଯାଇପାରେ । କିନ୍ତୁ ଯେତେବେଳେ ଆତ୍ମଘାତୀ ଗୋଲ ଦେବାକୁ କୌଣସି ଦଳର ବରିଷ୍ଠ ଖେଳାଳି ସୁଯୋଗ ଉନ୍ଦୁଥିବେ ସେତେବେଳେ ସେହି…

ବିଜେଡିକୁ ହାରିବା ଭୟ ଘାରିଥିବା ହେତୁ ସିନେ ତାରକାଙ୍କୁ ଖୋଜୁଛି: ବିଜେପି

ଭୁବନେଶ୍ବର: ନିର୍ବାଚନ ସମୟରେ ସିନେ କଳାକାରଙ୍କୁ ନବୀନ ନିବାସକୁ ଡାକରା ନେଇ ବିଜେପି କଟାକ୍ଷ କରିଛି। ବିଜେଡିକୁ ଟାର୍ଗେଟ୍ କରି ବିଜେପି ନେତା ତଥା ବରିଷ୍ଠ କଳାକାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି।…

ପଦ୍ମ ଧରିଲେ ଅଜୟ ନାୟକ

ଭୁବନେଶ୍ୱର: ପଦ୍ମ ଧରିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ ଅଜୟ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିଲେ। ବିଜେପି…

କାଲି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ତାଲିକା!

କାଲି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ଼ରେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ସୂଚନା ସାମ୍ନାକୁ ଆସିଛି। କାଲି ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ।୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି…

ପଦ୍ମ ଧରିଲେ କୈଳାଶ ଚନ୍ଦ୍ର କୁଲେସିକା, ଲକ୍ଷ୍ମୀପୁରରେ ବିଜେଡି ଟିକଟ ଘୋଷଣାକୁ ନେଇ ଥିଲେ ଅସନ୍ତୁଷ୍ଟ

ଭୁବନେଶ୍ଵର: ବିଜେପିରେ ମିଶିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ ଚନ୍ଦ୍ର କୁଲେସିକା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଲକ୍ଷ୍ମୀପୁର ପାଇଁ ବିଜେଡି ଟିକଟ ଘୋଷଣାକୁ ନେଇ ଅସନ୍ତୁଷ୍ଟ ହୋଇ କୁଲେସିକା ବିଜେପିରେ ମିଶିଛନ୍ତି।ସେ…

ବିଜେପିରେ ଯୋଗଦେଲେ ଖଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଶତାଧିକ ସମର୍ଥକ

ଭୁବନେଶ୍ବର: ଗଂଜାମ ଜିଲ୍ଲା ଖଲ୍ଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ସମର୍ଥକମାନେ ଗୁରୁବାର ଦିନ ବିଜେପିରେ ସାମିଲ ହୋଇଛନ୍ତି। ସୁଜ୍ଞାନୀଙ୍କ ସମର୍ଥକମାନେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି। ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ, ଆସ୍କା ସାଂସଦ ପ୍ରାର୍ଥୀ…

ଦିଲୀପଙ୍କୁ ରାଉରକେଲାରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ନିର୍ବାଚନ ଲଢ଼ିବା ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ପରେ ବୁଧବାର ରାଉରକେଲାରେ ପହଞ୍ଚିଥିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଧାୟକ ଦିଲୀପ ରାୟ । ତାଙ୍କୁ ସମର୍ଥକମାନେ ଉଚ୍ଛ୍ୱସିତ ଓ ଅଭୂତପୂର୍ବ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଏହା ଦେଖି ସେ ଅତ୍ୟନ୍ତ…