Tag: BJP

ବିଜେପି ରାଜ୍ୟ ମୋର୍ଚ୍ଚା ପ୍ରଭାରୀ ନାମ ତାଲିକା ଘୋଷଣା

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାଜ୍ୟର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀ ନାମ ତାଲିକା ଘୋଷଣା କରାଯାଇଛି । ଯୁବ ମୋର୍ଚ୍ଚା ପ୍ରଭାରୀ ଭାବେ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ; ମହିଳା ମୋର୍ଚ୍ଚା ପ୍ରଭାରୀ…

ଜାନୁଆରୀ ୨୨ରେ ଓଡିଶାରେ ଛୁଟି ଘୋଷଣା ପାଇଁ ବିଜେପିର ଦାବି

ଭୁବନେଶ୍ବର: ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ। ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ। ୫ଶହ ବର୍ଷର ସଂଘର୍ଷ ପରେ…

ଓଡିଶାରେ ହେବ ବିଜେପିର ସରକାର: ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟ ମୋ ପାଇଁ ମନ୍ଦିର, ଏଥିଲାଗି ଦର୍ଶନ କରିବାକୁ ଆସିଥିଲି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରକୁ ଆସିବା ଦିନଠାରୁ ଓଡିଶା ପାଇଁ ବିଭିନ୍ନ ଯୋଜନା କରିବା ସହ ଲୋକଙ୍କ ବିକାଶ ପାଇଁ…

ହାଇଟେକ୍‌ ହସ୍‌ପିଟାଲ୍ ଘଟଣା: ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ବିଜେପି

ଭୁବନେଶ୍ଵର: ହାଇଟେକ୍ ହସ୍ପିଟାଲ ଦୁର୍ଘଟଣା ପ୍ରସଙ୍ଗରେ ଘେରିଲା ବିଜେପି । ଉଭୟ ହସ୍ପିଟାଲ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ୨୦ ପ୍ରତିଶତରୁ ଅଧିକ ପୋଡି ହୋଇଯାଇଥିଲେ ହସ୍ପିଟାଲରେ ଚିକିତ୍ସା ସୁବିଧା ନାହିଁ ବୋଲି ବିଜେପି ମୁଖପାତ୍ର ଅନୀଲ…

ରାଉରକେଲାରେ ବିଜେପିର ମାନସ ମନ୍ଥନ

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ଦେଖାଯାଇଛି। ନେତାମାନେ ଲୋକ ସମର୍ଥନ ସଂଗ୍ରହ କରିବାରେ ବ୍ୟସ୍ତ ରହୁଛନ୍ତି। ଆଗାମୀ ଦିନରେ କେନ୍ଦ୍ରୀୟ ନେତାମାନେ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ୨୧…

ଆଠଗଡ଼ରେ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା

ଆଠଗଡ଼: ଆଜି ଅପରାହ୍ନରେ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନାର ପ୍ରଚାର ପାଇଁ ପରିଭ୍ରମଣ କରୁଥିବା ବିକଶିତ ଭାରତ ସଂକଳ୍ପ ରଥକୁ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଛନ୍ତି। ସୂଚନା ଅନୁଯାୟୀ ଷଠିଲୋ ପଞ୍ଚାୟତରେ ଗାଡ଼ି LED ଭାଙ୍ଗିବା ସହ ଫ୍ଲେକ୍ସ ଚିରିଛନ୍ତି ଦୁର୍ବୃତ୍ତ। ଏଥିସହ…

ବିକଶିତ ଭାରତ କାର୍ଯ୍ୟକ୍ରମକୁ ଧସେଇ ପଶିଲେ ଦୁବୃର୍ତ୍ତ

ଭଦ୍ରକ; ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀର ଚୁଡାକୁଟି ପଞ୍ଚାୟତ ରାଲିରେ ଜୋର ଜବରଦସ୍ତ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି କିଛି ଦୁବୃର୍ତ୍ତ । ସୂଚନା ଅନୁସାରେ ଧାମନଗରରେ ବିଜେପିର ବିକଶିତ ଭାରତ ସଙ୍କଳ୍ପ ରଥ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ଅତର୍କିତ ଭାବରେ…