Tag: BJP

ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…

ନୂଆ ପିଢ଼ି ଏବଂ ବିକଶିତ ଭାରତର ସ୍ରଷ୍ଟାଙ୍କ ପାଇଁ ଉପହାର ‘ଜିଏସଟି ସୁଧାର’: ମନମୋହନ ସାମଲ

ଆଜି ହେଉଛି ପବିତ୍ର ନବରାତ୍ରର ପ୍ରଥମ ଦିନ । ଆଜିଠାରୁ ଓଡିଶା ତଥା ସମଗ୍ର ଦେଶରେ ନୂତନ ଜିଏସଟି ସୁଧାର ଲାଗୁ ହେବା ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ ବରଂ ଏହା ସାଧାରଣ ଜନତାଙ୍କର…

ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି

ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…

ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି କହିଛନ୍ତି ତୋମାର

ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା । ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି ବୋଲି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବ ବିଜେପି ସରକାର: ମନମୋହନ ସାମଲ

ଯାଜପୁର ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଦଶରଥପୁର ବ୍ଲକର ନନ୍ଦୀପୁରଠାରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର କାର୍ଯ୍ୟ କରିବ ବୋଲି…

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ସ୍ମୃତିସଭାରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଲିଗୁଡାର ପୂର୍ବତନ ବିଧାୟକ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…

ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ସଂକଳ୍ପ ନେଇଛୁ, କରି ଦେଖାଇବୁ: ମନମୋହନ ସାମଲ

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ପୁନଃ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ନିର୍ବାଚନ ପ୍ରତିଶୃତିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଓଡିଶାକୁ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବା ପାଇଁ…

ଦିଲ୍ଲୀରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ: ମନମୋହନ ସାମଲ

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶାରେ ପହଞ୍ଚିବା ପରେ ମନମୋହନ ସାମଲ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି ।…

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ । ଏହି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ରହିଛନ୍ତି । ଏହା ସହ ବୈଠକରେ ବିଜେପି…

ମନମୋହନ ଧାଇଁଲେ ଦିଲ୍ଲୀ, ନୂଆ ତାଲିକା ଧରି ଫେରିବେ

ଦି’ଦିନ ତଳେ ଭାଜପା ସଭାପତି ମନମୋହନ ସାମଲ ଫେରିଥିଲେ ଦିଲ୍ଲୀ। ଶନିବାର ନୂଆଁଖାଇ ଭେଟଘାଟ ଲାଗି ଯାଇଥିଲେ ସମ୍ବଲପୁର। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବି ଥିଲେ ସମ୍ବଲପୁରରେ। କିନ୍ତୁ ହଠାତ ଦିଲ୍ଲୀରୁ ଡାକରା ପାଇ ସଭାପତି ଗଲେ ଦିଲ୍ଲୀ । ଏହାକୁ…