Tag: BJP

ଦିଲ୍ଲୀରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ: ମନମୋହନ ସାମଲ

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶାରେ ପହଞ୍ଚିବା ପରେ ମନମୋହନ ସାମଲ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି ।…

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ । ଏହି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ରହିଛନ୍ତି । ଏହା ସହ ବୈଠକରେ ବିଜେପି…

ମନମୋହନ ଧାଇଁଲେ ଦିଲ୍ଲୀ, ନୂଆ ତାଲିକା ଧରି ଫେରିବେ

ଦି’ଦିନ ତଳେ ଭାଜପା ସଭାପତି ମନମୋହନ ସାମଲ ଫେରିଥିଲେ ଦିଲ୍ଲୀ। ଶନିବାର ନୂଆଁଖାଇ ଭେଟଘାଟ ଲାଗି ଯାଇଥିଲେ ସମ୍ବଲପୁର। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବି ଥିଲେ ସମ୍ବଲପୁରରେ। କିନ୍ତୁ ହଠାତ ଦିଲ୍ଲୀରୁ ଡାକରା ପାଇ ସଭାପତି ଗଲେ ଦିଲ୍ଲୀ । ଏହାକୁ…

ବିଜଦ ଅବସ୍ଥାକୁ ନେଇ ଚିନ୍ତାରେ ଭାଜପା ହାଇକମାଣ୍ଡ !

ପୂର୍ବ ଶାସକ ଦଳ ବିଜଦ ପରିସ୍ଥିତିକୁ ନେଇ ଚିନ୍ତିତ ଭାଜପା ହାଇକମାଣ୍ଡ । ଚିନ୍ତିତ ହେବା କଥା ବି । ଏହି ଆଞ୍ଚଳିକ ଦଳଟିରେ ବିଭାଜନର ପଦଧ୍ୱନି ଶୁଭିଲାଣି। ସଭାପତି ଭାବେ କୌଣସି ଦାୟିତ୍ଵ ନିର୍ବାହ କରୁ ନଥିବା ନବୀନ ପଟନାୟକ…

ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି

ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ଗେରୁଆ ରଙ୍ଗ ପାଇଁ ୩୦ ହଜାର କୋଟି

ସରକାରୀ କୋଠାବାଡ଼ି ରଙ୍ଗ ପରିବର୍ତ୍ତନ ପାଇଁ ସରକାର ଅତ୍ୟନ୍ତ ଜରୁରୀ ମନ୍ତ୍ରୀ ସ୍ତରୀୟ ମିଟିଙ୍ଗ ବସାଇ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚର ବରାଦ କରିଛନ୍ତି । ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା,…

ବିଜେପିକୁ ହରାଇଲା ବିଜେପି; ପୁଣି ଥରେ କନଷ୍ଟିଚ୍ୟୁସନ୍ କ୍ଲବର ସଚିବ ହେଲେ ରାଜୀବ ପ୍ରତାପ ରୁଡି

ମଙ୍ଗଳବାର ବିଳମ୍ବିତ ରାତିରେ ଆସିଲା କନଷ୍ଟିଚ୍ୟୁସନ୍ କ୍ଲବ୍ ଅଫ୍ ଇଣ୍ଡିଆର ସଚିବ ପଦ ପାଇଁ ନିର୍ବାଚନର ଫଳାଫଳ ଆସିଛି। ସଚିବ ପଦବୀ ପାଇଁ ବିଜେପି ସାଂସଦ ରାଜୀବ ପ୍ରତାପ ରୁଡି ଏବଂ ପୂର୍ବତନ ସାଂସଦ ସଞ୍ଜୀବ ବାଲିୟାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା।…

ଡବଲ ଇଞ୍ଜିନ ସରକାରରେ ରାଜ୍ୟବାସୀ ଅସହାୟ: ବିଜେଡି

ବରଗଡ ନାବାଳିକା ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ଦେଇଥିବା ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି । ଆତ୍ମାହୁତି କୌଣସି ସମସ୍ୟାର ସମାଧାନ ନୁହେଁ ବୋଲି ପାଠ ପଢ଼ାଉଥିବା ଆଇନମନ୍ତ୍ରୀ ମନେରଖିବା ଉଚିତ, ବିଜେପି ସରକାର ଉପରେ ରାଜ୍ୟବାସୀ ଭରସା ଓ…