Tag: BJP’s State Executive Meeting

BJP Odisha Executive Meeting: ବିଜେପି ରାଜ୍ୟ କାର୍ଯ୍ୟକାରିଣୀ; ବିରୋଧୀଙ୍କୁ ଟାର୍ଗେଟ୍ ସହ ପାରିତ ହେଲା ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚିଠା ପ୍ରସ୍ତାବ

କଟକଠାରେ ଆୟୋଜିତ ଭାରତୀୟ ଜନତା ପାର୍ଟି (ବିଜେପି)ର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ସଫଳତାର ସହ ଶେଷ ହୋଇଛି। ଏହି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହୋଇଛି। ବୈଠକ ପରେ ଆୟୋଜିତ ସମ୍ବାଦିକ ସମ୍ମିଳନୀରେ…