ତାଜା ଖବର ରାଜ୍ୟ Capital Hospital Doctor Attacked:କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆକ୍ରମଣ ଘଟଣା; ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଡାକ୍ତରଙ୍କ ରୋଗୀ ସେବା January 17, 2026 Papirani ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଡାକ୍ତର। ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଓପିଡିରେ ଡାକ୍ତରଙ୍କ ରୋଗୀ ସେବା ଆରମ୍ଭ କରିଛନ୍ତି । ଏହା ସହ ସରକାରୀ ଡାକ୍ତରଙ୍କୁ ସୁରକ୍ଷା ଦାବି କଲା ଜୁନିୟର ଡାକ୍ତର…