Tag: BLO

BLO suspended In Bhubaneswar: ଭୁବନେଶ୍ୱରରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସମ୍ବନ୍ଧୀୟ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଣେ ବୁଥ୍ ସ୍ତରୀୟ ଅଧିକାରୀ (BLO)ଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ଚନ୍ଦ୍ରଶେଖରପୁର ଫେଜ-୨ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ…