ରାଜ୍ୟ ବିଏମ୍ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ June 30, 2025 Nirvay ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…