ବଲାଙ୍ଗିର ରେଳ ୱାଗନ୍ରୁ ବୋମା ଜବତ ଘଟଣା: ଗୋଳାବାରୁଦ କାରଖାନାର ୨ କର୍ମଚାରୀ ନିଲମ୍ବିତ
ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ଜବତ ହୋଇଛି ୧୨ଟି ବୋମା । ତେବେ ଏହାକୁ ଜବତ କରି ଅଧିକାରୀମାନେ ତଦନ୍ତ ଆରମ୍ଭ କରିଛନ୍ତି । ଦାୟିତ୍ୱରେ ଥିବା କଣ୍ଟାବାଞ୍ଜି ଷ୍ଟେସନ୍ ମ୍ୟାନେଜର କହିଛନ୍ତି ଯେ, ଯାହାର ବୋମା ଥିଲା ତାଙ୍କୁ…