ତାଜା ଖବର ରାଜ୍ୟ Negligence In Electoral Roll Duty: ଭୋଟର ତାଲିକା କାର୍ଯ୍ୟରେ ଅବହେଳା ଯୋଗୁଁ BLO ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକ ନିଲମ୍ବିତ April 4, 2026 Nirvay ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ଜଣେ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ଗଜପତି ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଆଦେଶ ଅନୁଯାୟୀ, ପାରଳାଖେମୁଣ୍ଡି ବିଧାନସଭା ମଣ୍ଡଳୀ-୧୩୭ କାଶିନଗର ବ୍ଲକ ପୋଲିଂ…