Tag: Boudh

30 Villages in Boudh District in Darkness: ୪୮ ଘଣ୍ଟା ଧରି ଅନ୍ଧାରରେ ବୌଦ୍ଧ ଜିଲ୍ଲାର ୩୦ ଗାଁ; ଗରମରୁ ୯ ହଜାର କୁକୁଡ଼ା ମୃତ

୪୮ ଘଣ୍ଟାରୁ ଅଧିକ ସମୟ ଧରି ଅନ୍ଧାରରେ ରହିଛି ବୌଦ୍ଧ ଜିଲ୍ଲା ମନମୁଣ୍ଡା ବିଦ୍ୟୁତ୍ ଉପଖଣ୍ଡ ଅନ୍ତର୍ଗତ ପ୍ରାୟ ୩୦ରୁ ଅଧିକ ଗ୍ରାମ । ବିଦ୍ୟୁତ୍ ନଥିବା ସହ ପ୍ରଚଣ୍ଡ ଗରମରେ ଗ୍ରାମବାସୀ ଝାଡ଼ା ବାନ୍ତିର ଶିକାର ହୋଇଥିବା ଅଭିଯୋଗ ସାମ୍ନାକୁ…

Heat Wave Grips Odisha: ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ବୌଦ୍ଧ ଜିଲ୍ଲାରେ ଆଜିଠୁ ୨୨ ତାରିଖ ଯାଏଁ ସ୍କୁଲ୍‌, କଲେଜ୍‌ ଛୁଟି ଘୋଷଣା

ସମଗ୍ର ରାଜ୍ୟରେ ଖରାର ପ୍ରକୋପ ଲାଗିରହିଥିବାବେଳେ ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ବୌଦ୍ଧ ଜିଲ୍ଲାପାଳ ଆଜିଠୁ ଏପ୍ରିଲ ୨୨ ତାରିଖ ଯାଏଁ ଜିଲ୍ଲାର ସମସ୍ତ ସ୍କୁଲ୍ ଓ କଲେଜ୍ ଛୁଟି ଘୋଷଣା କରିଛନ୍ତି । ତେବେ ନିର୍ଦ୍ଦେଶ…

maoist: ମାଓବାଦୀଙ୍କୁ ଧରାନ୍ତୁ କୋଟିପତି ହୁଅନ୍ତୁ: ପୁରସ୍କାର ପୋଷ୍ଟର ଜାରି କଲା ପୋଲିସ୍

ମାଓବାଦୀଙ୍କୁ ଧରି କୋଟିପତି ହେବାକୁ ପୋଷ୍ଟର ଜାରି କଲା ବୌଦ୍ଧ ପୋଲିସ । ଯେଉଁଥିରେ ମାଓବାଦୀଙ୍କ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ଧରାନ୍ତୁ, ଆଉ କୋଟିପତି ହୁଅନ୍ତୁ ବୋଲି ବିଭିନ୍ନ ସ୍ଥାନରେ ପୋଷ୍ଟର ମାରିଛି ବୌଦ୍ଧ…

ବୌଦ୍ଧରେ ପ୍ରକଳ୍ପ ଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ନିଜର…

ଗଞ୍ଜେଇ କାରବାର ମାମଲା: ଚାକିରିରୁ ନିଲମ୍ବିତ ହେଲେ ଆଉ ଜଣେ ଆଇଆର୍‌ବି ଯବାନ

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପରିସରରେ ଥିବା ବାରାକରେ ନିୟୋଜିତ ଥିବା ପଞ୍ଚମ ଆଇଆର୍‌ବି ବାଟାଲିଅନର ୩ ଜଣ ଆଇଆର୍‌ବି ଯବାନଙ୍କ ନିକଟରୁ ୧୫ କେଜି ୯୩୦ ଗ୍ରାମ ଗଞ୍ଜେଇ ଜବତ ଘଟଣାରେ ଦ୍ଵାୟିତ୍ଵରେ ଥିବା ଆଇଆର୍‌ବି ବାଟାଲିଅନର କମାଣ୍ଡରଙ୍କୁ ନିଲମ୍ବନ…

ଗାଁରେ ବୁଲୁଛି ମହାବଳ ବାଘ; ଲୋକେ ଆତଙ୍କିତ

ବୌଦ୍ଧ ବାରିଙ୍ଗି ଗାଁରେ ମହାବଳ ବାଘ ଆତଙ୍କ । ପୋଖରୀ ଖୋଳିବା ସମୟରେ ମୁଣ୍ଡେଶ୍ବର ଜଙ୍ଗଲ ଭିତରୁ ବାହାରିଲା ମହାବଳ । ବାଘକୁ ଦେଖିବା ପରେ ବାରିଙ୍ଗି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ସେମାନେ ବନ ବିଭାଗକୁ ବାଘକୁ ଧରିବା ଏବଂ…

ରାଜ୍ୟରେ ୪୦ ଡିଗ୍ରୀ ଟପିଲା ତାତି; ୪୦.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ବଢୁଛି ସୂର୍ଯ୍ୟଙ୍କ ଉତ୍ତାପ, ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ତାତିରୁ ମିଳୁନି ନିସ୍ତାର । ଆଜି ବୌଦ୍ଧ ୪୦.୫ ଡ଼ିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୧୨ଟି ସହରରେ…

୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ପ୍ରଚଣ୍ଡ ଖରା, ଅସହ୍ୟ ଝାଞ୍ଜିପବନ । ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୨୨ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ୩୯.୫ ଡିଗ୍ରୀ ସହ ବୌଦ୍ଧ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ଝାରସୁଗୁଡ଼ା…

ମୁଖାଗ୍ନି ଦେବା ବେଳେ ଜୁଇରୁ ଉଠିଗଲେ ମୃତ ବ୍ୟକ୍ତି

ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୁଣାକଟକର ରବି ବେହେରା ଆଜି ଘରେ ଅସୁସ୍ଥ ହୋଇପଡ଼ିଥିଲେ। ଘର ଲୋକ ତୁରନ୍ତ ତାଙ୍କୁ ପୁରୁଣାକଟକ ମେଡିକାଲ ନେଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା…

ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟର କନିଷ୍ଠ ରାଜସ୍ବ ସହାୟକ

ଭିଜିଲାନ୍ସ ହାତରେ ଧରାପଡିଲେ ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟର କନିଷ୍ଠ ରାଜସ୍ବ ସହାୟକ ଚୌଧୁରୀ ପୁପୁନ କୁମାର ଦାଶ । ବାକି ଥିବା ବିଲ୍‌ ପାସ୍‌ କରିବାକୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ। ସୂଚନା ମୁତାବକ; ବାକି ଥିବା…