ତାଜା ଖବର ରାଜ୍ୟ Boudh Businessman Murder Case: ବୌଦ୍ଧ ବ୍ୟବସାୟୀ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା, ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ଗିରଫ November 21, 2026 Nirvay ବୌଦ୍ଧର ବ୍ୟବସାୟୀ ବୀରୁପାକ୍ଷ ଅଗ୍ରୱାଲ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ସ୍ୱାଧୀନ ପ୍ରଧାନଙ୍କୁ ଗିରଫ କରିବା ପରେ ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ବୌଦ୍ଧ ଏସ୍ପି । ପୋଲିସର…