ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା MVI August 3, 2025 Papirani ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା MVI । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ…