Tag: Boycott

Congress to Boycott VP’s Orientation Event: ଉପରାଷ୍ଟ୍ରପତିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ବୟକଟ୍ କରିବ କଂଗ୍ରେସ; ବିଜେଡିକୁ ସାମିଲ ହେବାକୁ ଆହ୍ୱାନ

ନଭେମ୍ବର ୧୬ ତାରିଖରେ ଓଡ଼ିଶା ବିଧାନସଭାରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବାକୁ ଥିବା ବିଧାୟକମାନଙ୍କ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମକୁ କଂଗ୍ରେସ ବୟକଟ୍ କରିବ। ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସ୍ପଷ୍ଟ ସୂଚନା ଦେବା ସହ…