ତାଜା ଖବର ରାଜ୍ୟ Braj Mohan Ram New Odisha Governor: ବ୍ରଜମୋହନ ରାମ ଓଡ଼ିଶାର ନୂଆ ରାଜ୍ୟପାଳ October 12, 2026 Nirvay ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଝାଡ଼ଖଣ୍ଡର ବରିଷ୍ଠ ବିଜେପି ନେତା ଡାକ୍ତର ବ୍ରଜମୋହନ ରାମଙ୍କୁ ନିଯୁକ୍ତ କରାଯାଇଛି । ରାଷ୍ଟ୍ରପତି ୬ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି । ଡାକ୍ତର ବ୍ରଜମୋହନ ରାମ ପଲାମୁ ଲୋକସଭା ଆସନରୁ ୧୯୯୬, ୧୯୯୮…