Tag: Bribe

Odisha Vigilance Nabs Sub Treasury Officer: ଭିଜିଲାନ୍ସ ଜାଲରେ ସବ-ଟ୍ରେଜେରୀ ବରିଷ୍ଠ କିରାଣୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ସବ-ଟ୍ରେଜେରୀ ଅଫିସ୍‌ର ବରିଷ୍ଠ କିରାଣୀ ସରୋଜ କୁମାର ସାହୁ । ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଇଥିଲେ ସରୋଜ…

Vigilance Nabs RI: ଭିଜିଲାନ୍ସ ଜାଲରେ ମଙ୍ଗରାଜପୁର ଆରଆଇ ରାଜାରାମ ବାନ୍ଦ୍ରା

ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ତହସିଲ ଅନ୍ତର୍ଗତ ମଙ୍ଗରାଜପୁରର ରାଜସ୍ୱ ନିରୀକ୍ଷକ ରାଜାରାମ ବାନ୍ଦ୍ରା । ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି ସରକାରୀ ବାବୁ। ଜଣେ ଜମି ମାଲିକଙ୍କଠାରୁ ୩୦,୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଗିରଫ…

Vigilance Raid: ଭିଜିଲାନ୍ସ ଜାଲରେ କେରଡ଼ାଗଡ଼ ଆରଆଇ

ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ୱ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାଜନଗର ତହସିଲ୍ ଅଫିସ୍ ଆଗରୁ ଧରିଲା ଭିଜିଲାନ୍ସ । ପଟ୍ଟା ସଂଶୋଧନ ପାଇଁ ୧୦…

Vigilance Nabs Soro Tahasildar: ଭିଜିଲାନ୍ସ ଜାଲରେ ସୋର ତହସିଲଦାର ଦୈତାରୀ ମଲ୍ଲିକ

ଭିଜିଲାନ୍ସ ପଞ୍ଝାରେ ଭାରପ୍ରାପ୍ତ ତହସିଲଦାର ଦୈତାରୀ ମଲ୍ଲିକ ।ଆଜି ତହସିଲଦାର ଦୈତାରୀ ମଲ୍ଲିକ ଏବଂ ତାଙ୍କ ସହଯୋଗୀ ଦୟାନିଧି ଜେନା ଜଣେ ଟ୍ରକ୍ ମାଲିକଙ୍କ ଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ । ପଥର…

Vigilance Raid: ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଦଶମନ୍ତପୁର ଥାନା ଅଧିକାରିଣୀ । କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା ଆଇଆଇସି ସୁକମା ହାଁସଦା ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଛନ୍ତି । ମାମଲାର ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗି ଫସିଲେ।…

ଭିଜିଲାନ୍ସ ଜାଲରେ ବିଇଓ ଅଫିସ୍‌ ଆକାଉଣ୍ଟାଣ୍ଟ

ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ ଅଫିସ୍‌ ଆକାଉଣ୍ଟାଣ୍ଟ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବିଇଓ ଅଫିସର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ବାଇଁଙ୍କୁ ଧରିଛି ଭିଜିଲାନ୍ସ । ପଙ୍କପାଳ ସ୍ଥିତ ଅଫିସ୍‌ରେ ବିଲ୍ କରାଇ ଦେବାକୁ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ବରଗଡ଼ ଡ଼ାଙ୍ଗବାହାଲ ପଞ୍ଚାୟତ ଗାଇସିଲଟ୍ ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ଏହାପରେ ଭିଜିଲାନ୍ସ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଏବଂ ଅଫିସ ଉପରେ ଚଢ଼ାଉ ଜାରି…

ବେଗୁନିଆପଡା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଧରିଲା ବ୍ରହ୍ମପୁର ଭିଜିଲାନ୍ସ

ଅଭିଯୋଗକାରୀଙ୍କ ବକେୟା ପାରିଶ୍ରମିକ ଛାଡ଼ କରିବା ପାଇଁ ବେଗୁନିଆପଡ଼ା ସ୍ଥିତ ଅଙ୍ଗନୱାଡି କେନ୍ଦ୍ର କର୍ମଚାରୀଙ୍କ ଠାରୁ ୧୨୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଓଡ଼ିଶା ଭିଜିଲେନ୍ସ ଅଧିକାରୀମାନେ ଗିରଫ କରିଥିଲେ। ଅଭିଯୁକ୍ତଙ୍କ ଠାରୁ…

ଅଦାନୀ ଲାଞ୍ଚ ଘଟଣା:ଆମେରିକାର ଅଭିଯୋଗ ତାଲିକାରେ ଓଡିଶା ସହ ୩ ଅନ୍ୟ ରାଜ୍ୟ

ସୌର ଶକ୍ତି ଚୁକ୍ତି ହାସଲ କରିବା ପାଇଁ ଭାରତ ସରକାରଙ୍କ ଅଧିକାରୀମାନଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗରେ ଗୌତମ ଆଦାନୀ ଏବଂ ଅନ୍ଯ ସାତଜଣଙ୍କୁ ଆମେରିକା ଅଭିଯୁକ୍ତ କରିବା ପରେ ଧ୍ୟାନ ଆକର୍ଷଣ କରୁଥିବା ଚାରିଟି ରାଜ୍ଯ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ…

ଲାଞ୍ଚ ନେଇ ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର

ସରୁନି କୁବେର ସରକାରୀ ଅଧିକାରୀଙ୍କ ତାଲିକା। ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ପୁଣି ଲାଞ୍ଚ ନେଇ ଧରାପଡିଛନ୍ତି ଉଦଳା ପୋଷ୍ଟାଲ ଇନ୍ସପେକ୍ଟର। ସିବିଆଇ ଦ୍ୱାରା ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି। କୁଶଳଦା ପଥୁରୀକଟା ବିପିଏମ୍‌ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ…