Tag: Bribery Case

ଟେଣ୍ଡର ଫିକ୍ସିଂ ମାମଲା: ଦିଲ୍ଲୀରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କଂପାନୀ ଲାଞ୍ଚ ମାମଲାରେ ବଢୁଛି ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଦିଲ୍ଲୀରେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ସିବିଆଇକୁ ବିଷ୍ଣୁପଦ ଚିଠି…

ଟେଣ୍ଡର ଫକ୍ସିଂ ମାମଲା: ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ବରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ ଚଞ୍ଚଳ ମୁଖାର୍ଜୀ, ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା । ସ୍ପେଶାଲ ସିଜେଏମ ସିବିଆଇ କୋର୍ଟରେ ତିନି…

ସିବିଆଇର ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା

୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଆଜି ସିବିଆଇର ଅଫିସରେ ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା । ଅସୁସ୍ଥ ହେବାରୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଝାଡା,ବାନ୍ତିରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ…