Tag: BRICS Education Ministers’ Meet

BRICS Education Ministers’ Meeting: ଆଜିଠାରୁ ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀଙ୍କ ବୈଠକ

ଆଜିଠାରୁ ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ ଏବଂ ୩ୟ ବ୍ରିକ୍ସ ବରିଷ୍ଠ ଅଧିକାରୀ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଭାରତର ଅଧ୍ୟକ୍ଷତାରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ କରାଯାଉଛି । ଏଥିରେ ବ୍ରିକ୍ସର ସଦସ୍ୟ ଦେଶର ଶିକ୍ଷା…