ରାଜ୍ୟ ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଉଠିଲା ପ୍ରଶ୍ନ January 8, 2025 Nirvay ରସୁଲଗଡ଼ରେ ଜଣେ ‘ପୁଲିସ ମିତ୍ର’ଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ରାଜଧାନୀବାସୀଙ୍କୁ ସ୍ତବ୍ଧ କରିଦେଇଛି । ପ୍ରାଣହରାଇଥିବା ଯୁବକଜଣକ ହେଲେ ଭୁବନେଶ୍ୱର ମ୍ୟୁନିସିପାଲଟି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ । ସେ ପୋଲିସ ମିତ୍ର ଭାବେ ମଧ୍ୟ…